Latest Odisha News

BREAKING NEWS

ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ବସ୍ତି

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣା। ବିଧାୟକ ପ୍ରତାପ ଜେନାଙ୍କୁ ସାମୟିକ ଆଶ୍ବସ୍ତି । କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଉପରେ ହାଇକୋର୍ଟ ରୋକ୍‌ ଲଗାଇଥିବା ବେଳେ ଆସନ୍ତା ଡିସେମ୍ବର ୧୯ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି । ସୂଚନା ଅନୁସାରେ, ୨୦୨୧ ମସିହାରେ ମାହାଙ୍ଗା…

ଟ୍ୟୁସନ୍ ଫି ପାଇଁ ତଣ୍ଟି କାଟି ନାବାଳକକୁ ହତ୍ୟା : ଡିସିପି

ଖୋର୍ଦ୍ଧା : ଜଟଣୀରେ ଘରେ ପଶି ନାବାଳକକୁ ହତ୍ୟା ଘଟଣା  । ଟିଉସନ୍ ଫି ପାଇଁ ନାବାଳକକୁ ହତ୍ୟା କରାଯାଇଛି । ଏ ନେଇ ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି  ଭୁବନେଶ୍ବର ଡିସିପି ପ୍ରତୀକ ସିଂ  । ମୃତ ବାଳକ ଶୁଭମ୍ ସ୍ବରୂପ ପାଲଟାସିଂ ର ବାପା ଏବଂ ମାଆ ଟ୍ୟୁସନ୍ କରନ୍ତି । ହତ୍ୟା କରିଥିବା ଯୁକ୍ତ…

ଭାରତ-ଶ୍ରୀଲଙ୍କା ମ୍ୟାଚରେ ଏହି ରେକର୍ଡ ଉପରେ ରହିବ ନଜର

ମୁମ୍ବାଇ: ଚଳିତ ବିଶ୍ୱକପ କ୍ରିକେଟରେ ଗୁରୁବାର ହେବାକୁ ଥିବା ଭାରତ-ଶ୍ରୀଲଙ୍କା ମ୍ୟାଚରେ ଏହି ରେକର୍ଡ ଉପରେ ନଜର ରହିବ । ଓଭରାଲ ଭାରତ ପଲା ଭାରୀ ଥିବା ବେଳେ ବିଶ୍ୱକପରେ ଶ୍ରୀଲଙ୍କା ଟିମ ଇଣ୍ଡିଆକୁ ନାକେଦମ କରିଛି । ଜବରଦସ୍ତ ଫର୍ମରେ ଥିବା ବିରାଟ କୋହଲି ଏହି ମ୍ୟାଚରେ ଶତକ ହାସଲ କରି…

ପୁଣ୍ୟତିଥିରେ ମନେପଡନ୍ତି ଭଜନ ସମ୍ରାଟ, ଆଜି ବି ପ୍ରତିଟି ଓଡିଆଙ୍କ ମନରେ ଅଛନ୍ତି ଜୀବନ୍ତ

ଭୁବନେଶ୍ଵର: ପ୍ରଭୂ ଜଗନ୍ନାଥଙ୍କ ପାଖରେ ଥିଲା ଭାବ, ଭକ୍ତି । ଥିଲା ପୁଣି କାଳିଆ ଠାକୁରଙ୍କ ପ୍ରତି ସମର୍ପଣ ଭାବ । ବାସ୍ ଏତିକିରେ ସେ ବନିଗଲେ ସମ୍ରାଟ୍ । ସେ ଥିଲେ ଭାବ ଓ ଭକ୍ତିର ଭିକାରୀ । ସେ ଆଉ କେହି ନୁହଁନ୍ତି ସେ ହଉଛନ୍ତି ଭଜନ ସମ୍ରାଟ ଭିକାରୀ ବଳ । ଏବେ ଆଜି ପରପାରିରେ ଏହି କଳାକାର…

ଟଙ୍କା ବଦଳ ପାଇଁ ଆଜି ବି ଆରବିଆଇ ସାମ୍ନାରେ ଲାଗିଛି ଲମ୍ବା ଧାଡ଼ି

ଭୁବନେଶ୍ୱର: ଟଙ୍କା ବଦଳ ପାଇଁ ଆଜି ବି ଆରବିଆଇ ସାମ୍ନାରେ ଲାଗିଛି ଭିଡ । ଏକଦମ ଲମ୍ବା ଧାଡି । ସକାଳୁ ସକାଳୁ ଏହି ଧାଡି ଲାଗିଥିବା ଦେଖିବାକୁ ମିଳିଛି । ଗତକାଲି ଇଓଡବ୍ଲ୍ୟୁ ଏବଂ ଇଡି ଖୋଳତାଡ କରିବା ପରେ ବି କିଛି ଫରକ ପଡିନି । ହେଲେ ଏ ଯାଏ ଧରାପଡୁନି ଏ ଟଙ୍କା କିଏ ଦେଉଛି  ।…

ମହଙ୍ଗା ପଡିଲା ଚଢା ଦରରେ ମଦ ବିକ୍ରି: ଦୋକାନୀଙ୍କୁ ୨୦ ଲକ୍ଷର ଫାଇନ୍

ବାରଙ୍ଗ: ମହଙ୍ଗା ପଡିଲା ଚଢା ଦରରେ ମଦ ବିକ୍ରି । ଏବେ ଗ୍ରାହକଙ୍କ ପାଇଁ ତଣ୍ତ ଗଣିବେ ମଦ ଦୋକାନୀ । ୧୦ଟଙ୍କା ବଢେଇକି ନେଉଥିଲେ ଏବେ ୨୦ଲକ୍ଷ ଫାଇନ୍ ଦେବେ । ଏଭଳି ଏକ ଘଟଣା ଘଟିଛି ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ନିକଟସ୍ତ ରାମଦାସପୁରରେ ଥିବା ଏକ ମଦ କାଉଣ୍ଟରରେ। ସୂଚନା ଅନୁସାରେ,…

୫୮ ବର୍ଷରେ କିଙ୍ଗଖାନ୍ : ଅଧରାତିରେ ଛାତ ଉପରକୁ ଆସି ଫ୍ୟାନ୍ସଙ୍କୁ ଜଣାଇଲେ ଅଭିବାଦନ

ମୁମ୍ବାଇ : ଆଜି ବଲିଉଡର କିଙ୍ଗଖାନ୍ ଶାହରୁଖ ଖାନଙ୍କ ଜନ୍ମଦିନ । ୫୮ ବର୍ଷ ବୟସରେ ପାଦ ଥାପିଛନ୍ତି  ବାଦଶାହ । ୧୯୬୫ ମସିହା ଆଜିର ଦିନରେ ଦିଲ୍ଲୀର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ଶାହରୁଖ୍ । ଜୀବନରେ ଅନେକ ସଂଘର୍ଷର ପାହାଡ ଅତିକ୍ରମ କରି ସେ ଆଜି ସଫଳତାର ଶୀର୍ଘରେ…

ଆଜି ଇଡିରେ ହାଜର ହେବେନି ମୁଖ୍ୟମନ୍ତ୍ରୀ କେଜରିୱାଲ; ମଧ୍ୟପ୍ରଦେଶରେ କରିବେ ରୋଡ ଶୋ

ନୂଆଦିଲ୍ଲୀ:ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ଇଡି ବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେବେନି । ମିଳିଥିବା ସୂଚନା ଅନୁସାରେ କେଜ୍ରିୱାଲ ଆଜି କିଛି ସମୟ ମଧ୍ୟରେ ମଧ୍ୟପ୍ରଦେଶ ସିଙ୍ଗରୋଲୀ ଗସ୍ତରେ ବାହାରିବେ । ସେଠାରେ ଏକ ନିର୍ବାଚନୀ ପ୍ରଚାର କାର୍ଯ୍ୟକ୍ରମରେ ଭାଗ…

ଆପ୍ ମନ୍ତ୍ରୀ ରାଜକୁମାର ଆନନ୍ଦଙ୍କ ଘରେ ଇଡି ରେଡ୍ : ଘର ସମେତ ମୋଟ୍ ୯ଟି ସ୍ଥାନରେ ଚଢାଉ

ନୂଆଦିଲ୍ଲୀ : ଆଉ ଜଣେ ଦିଲ୍ଲୀ ମନ୍ତ୍ରୀଙ୍କ ଘରେ ରେଡ୍ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଆଜି ସକାଳୁ ଆପ୍ ମନ୍ତ୍ରୀ ରାଜକୁମାର ଆନନ୍ଦଙ୍କ ଘରେ ଇଡି ରେଡ୍ କରିଛି । ଆନନ୍ଦଙ୍କ ଘର ସମେତ ମୋଟ୍ ୯ଟି ସ୍ଥାନରେ ଚଢାଉ ହୋଇଛି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଇଡିରେ ହାଜର…

ଇଡିରେ ହାଜର ପୂର୍ବରୁ ‘ନୋଟିସ୍’ ରାଜନୈତିକ ପ୍ରଣୋଦିତ କହିଲେ ଅରବିନ୍ଦ କେଜ୍ରିଓ୍ବାଲ୍

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆଜି ଇଡିରେ ହାଜର ହେବା ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କହିଛନ୍ତି ତାଙ୍କୁ ଇଡି ଦ୍ୱାରା ହୋଇଥିବା ନୋଟିସ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ । ଆଜି ଏହି ମାମଲାରେ  ତାଙ୍କୁ ପଚରାଉଚରା କରାଯିବା ସହ ତାଙ୍କର ବୟାନ ରେକର୍ଡ…