ନାଇଜେରିଆରେ ପୁଣି ଡଙ୍ଗା ବୁଡି ୧୮ ଯାତ୍ରୀ ମୃତ, ୭୦ରୁ ଉର୍ଦ୍ଧ୍ୱ ନିଖୋଜ
ନାଇଜେରିଆ: ଉତ୍ତର ନାଇଜେରିଆରେ ପୁଣି ଅଘଟଣ। ନାଇଜେରିଆର ଅନ୍ୟତମ ବୃହତ୍ତମ ବେନୁ ନଦୀରେ ଡଙ୍ଗା ବୁଡ଼ି ୭୦ରୁ ଉର୍ଦ୍ଧ୍ବ ଲୋକ ନିଖୋଜ ହୋଇଯାଇଥିବା ନେଇ ସୂଚନା ମିଳିଛି। ଡଙ୍ଗାଟି ଶନିବାର ବିଳମ୍ବିତ ରାତିରେ ତାରବା ରାଜ୍ୟର ଆର୍ଦୋ-କୋଲା ଜିଲ୍ଲାର ଏକ ମାଛ ବଜାରରୁ ଫେରୁଥିବା ବ୍ୟବସାୟୀଙ୍କୁ…