ଆଜି ରାଷ୍ଟ୍ରୀୟ ଏକତା ଦିବସ, ଲୌହ ମାନବ ସର୍ଦ୍ଦା ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ
ନୂଆଦିଲ୍ଲୀ: ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜନ୍ମ ଜୟନ୍ତୀ । ଆଜିର ଦିନକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି । ଆଜି ସାରା ଦେଶରେ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ବିବିଧତା ମଧ୍ୟରେ ଏକତାର ଭାବନାକୁ ପ୍ରୋତ୍ସାହିତକରିବା ଏବଂ ଜାତୀୟ ଅଖଣ୍ଡତାକୁ…