ଗୁରୁ ଦେବପ୍ରସାଦ ସମ୍ମାନ ପ୍ରଦାନ ଉଦ୍ଘାଟନୀ ଉତ୍ସବ: ମନମୋହିଲା ଓଡ଼ିଶୀ ନୃତ୍ୟ
ଭୁବନେଶ୍ୱର : ୧୭ତମ ଗୁରୁ ଦେବପ୍ରସାଦ ସମ୍ମାନ ପ୍ରଦାନ ଉତ୍ସବ ତ୍ରିଧାରା ଅନୁଷ୍ଠାନ ଦ୍ୱାରା ଏକ ବର୍ଣ୍ଣାଢ୍ୟ ପରିିବଶରେ ଉଦ୍ଘାଟିତ ହୋଇଯାଇଅଛି । ଏହି ସମ୍ମାନ ପ୍ରଦାନ ଉତ୍ସବ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ହେବ । ପ୍ରାରମ୍ଭରେ ସମ୍ମାନିତ ଅତିଥିଙ୍କ ଦ୍ୱାରା…