ଭାରତର ପୂର୍ବତନ ୮ଜଣ ନୌସେନା ଯବାନଙ୍କୁ ମୃତ୍ୟୁଦଣ୍ଡ ଦେଲା କାତାରର କୋର୍ଟ
ନୂଆଦିଲ୍ଲୀ: କାତାରର ଏକ କୋର୍ଟ ଭାରତର ୮ଜଣ ପୂର୍ବତନ ନୌସେନା ଯବାନଙ୍କୁ ମୃତ୍ୟୁଦଣ୍ଡ ପ୍ରଦାନ କରିଛି । ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟଚିକତ କରିଦେଇଛି । ଭାରତ ସରକାର କାତାର କୋର୍ଟଙ୍କ ନିଷ୍ପତି ନେଇ ଚିନ୍ତାବ୍ୟକ୍ତ କରିଛନ୍ତି । ବୈଦେଶିକ ମନ୍ତ୍ରଣାଳୟ ଅନୁସାରେ ଆଇନ ଅନୁସାରେ ସେମାନେ…