ଲାଞ୍ଚୁଆ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ; ବିଛଣା ତଳୁ ଓ ଗାଧୁଆଘରୁ ଜବତ କଲା ପୁଳା ପୁଳା ଟଙ୍କା
ପାରାଦୀପ: ଡାକ୍ତରଙ୍କ ଘରୁ ବାହାରିଲା ପୁଳା ପୁଳା ଟଙ୍କା । ସିବିଆଇ ଦେଖି ଟେରା । ବିଛଣା ତଳେ, ଗାଧୁଆଘର ଭିତରେ ଥିଲା ବିଡା ବିଡା ଟଙ୍କା ସହ ଡଲାର । ଏଥିସହିତ ଦାମୀ ବିଦେଶୀ ମଦ, ବିଦେଶୀ ସିଗାରେଟ…ଏମିତି କେତେ କ’ଣ । ପାରାଦୀପ ବନ୍ଦର ସ୍ୱାସ୍ଥ୍ୟ ସଂଗଠନ ଅଧିକାରୀ ଡାକ୍ତର ରାଜେନ୍ଦ୍ର…