ସମ୍ବଲପୁରରେ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣା, ୪ ମୃତ, ଅନେକ ଗୋରୁ ଆହତ
ସମ୍ବଲପୁର: ସମ୍ବଲପୁର ଜିଲ୍ଲା କଟାପାଲି ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଝେଇ କଣ୍ଟେନରଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଵାରୁ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଆହତ ମାନଙ୍କୁ ଡାକ୍ତରଖାନରେ ଭର୍ତ୍ତି କରାଯାଇଥିଲେ ମଧ୍ୟ…