ଚନ୍ଦ୍ରବାବୁଙ୍କୁ ପୁଣି ଝଟକା, ଜାମିନ ଆବେଦନ ଖାରଜ କଲେ ଆନ୍ଧ୍ର ପ୍ରଦେଶ ହାଇକୋର୍ଟ
ଅମରାବତୀ: ଟିଡିପି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଝଟକା। ଆନ୍ଧ୍ର ପ୍ରଦେଶ ହାଇକୋର୍ଟ ଚନ୍ଦ୍ରବାବୁଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ଇନର ରିଂଗ ରୋଡ, ଫାଇବର ନେଟ ଏବଂ ଅଂଗୁଲ୍ଲୁ ୩୦୭ ମାମଲାରେ ଖାରଜ କରି ଦେଇଛନ୍ତି ହାଇକୋର୍ଟ।
ସୂଚନାଥାଉକି,…