ଆଜି ବାଜିବ ୫ ରାଜ୍ୟର ବିଧାନସଭା ନିର୍ବାଚନୀ ବିଗୁଲ, ତାରିଖ ଘୋଷଣା କରିବେ EC
ନୂଆଦିଲ୍ଲୀ: ଆଜି ବାଜିବ ୫ ରାଜ୍ୟର ବିଧାନସଭା ନିର୍ବାଚନୀ ବିଗୁଲ, ତାରିଖ ଘୋଷଣା କରିବେ EC । ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲେଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନର ତାରିଖ ଆଜି ଘୋଷଣା କରାଯିବ। ଏ ସମ୍ପର୍କରେ ନିର୍ବାଚନ ଆୟୋଗ ଆଜି ଦିନ ୧୨ଟାରେ ଏକ ସାମ୍ବାଦିକ ସମ୍ମିଳନୀ…