Latest Odisha News

BREAKING NEWS

ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ, ସ୍ଥିତି ଦେଖି ଖୋଲାଯିବ ହୀରାକୁଦ ଗେଟ

ସମ୍ବଲପୁର: ଏବେ ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଆଗାମୀ ଚାରି ପାଞ୍ଚ ଦିନ ଯାଏ ରାଜ୍ୟରେ ବର୍ଷା ନାହିଁ କି ଉପରମୁଣ୍ଡ ଛତିଶଗଡରେ ମଧ୍ୟ ବର୍ଷା ନାହିଁ । ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୯.୪ ଫୁଟ ରହିଛି ବୋଲି ସୂଚନା ଦେଇଛନ୍ତି ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଭାକ୍ତରଞ୍ଜନ…

ମ୍ୟାନେଜମେଣ୍ଟ ନିଷ୍ପତ୍ତି ପରେ ଭିସୁଟ ଆସୋସିଏଟ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଅବସର

ବୁର୍ଲା:  ଭିସୁଟର ଜଣେ ଆସୋସିଏଟ ପ୍ରଫେସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବାଧ୍ୟତାମୂଳକ ଅବସର ପାଇଥିବା ଆସୋସିଏଟ ପ୍ରଫସର ଜଣକ ହେଲେ ସସ୍ମିତା କୁମାରୀ ପାଢୀ । ବିଶ୍ବବିଦ୍ୟାଳୟର ବୋର୍ଡ ଅଫ ମ୍ୟାନେଜମେଣ୍ଟ ତାଙ୍କୁ ଏପରି ବାଧ୍ୟତାମୂଳକ ଅବସର ଦେଇଛି । ପୂର୍ବରୁ ମଧ୍ୟ ସେ କୁଆଡେ ଥରେ…

ନୋବେଲ ପୁରସ୍କାର ୨୦୨୩: କ୍ୱାଣ୍ଟମ ଡଟସର ଆବିଷ୍କାର ଓ ସିନ୍ଥେସିସ ପାଇଁ ୩ ରସାୟନ ବିଜ୍ଞାନୀଙ୍କୁ ନୋବେଲ

ଷ୍ଟକହୋମ୍ : ରୟାଲ ସ୍ୱିଡିଶ ଏକାଡେମୀ ପକ୍ଷରୁ ୨୦୨୩ ପାଇଁ ରସାୟନ ବିଜ୍ଞାନ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ୩ ଜଣ ବୈଜ୍ଞାନିକଙ୍କ ନାଁ ମନୋନୀତ କରାଯାଇଛି । ମାଉଙ୍ଗି ଜି. ବାୱେଣ୍ଡି, ଲୁଇସ ଇ. ବ୍ରୁସ ଓ ଆଲେକ୍ସି ଆଇ. ଏକିମୋଭଙ୍କୁ ରସାୟନ ବିଜ୍ଞାନରେ ନୋବେଲ ପ୍ରଦାନ କରାଯିବ ।…

ଏଲିଶା ଟେଷ୍ଟିଙ୍ଗ ହିଁ ପ୍ରକୃତ ସ୍କ୍ରବ ଟାଇଫସ ରୋଗ ଚିହ୍ନଟ କରି ପାରିବ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ଵର: ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌  ଚିନ୍ତାଜନକ ପରିସ୍ଥିତି ସୃଷ୍ଟି କରିଛି । ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ  ଥମିବାର ନା ନେଉନାହିଁ । ପ୍ରତିଦିନ ନୂଆ ରୋଗୀ ଚିହ୍ନଟ  ହେଉଛନ୍ତି । ଏପଟେ ଏନେଇ ପ୍ରତିକ୍ରିୟା ରଖିଛନ୍ତି ଜନ ସ୍ଵସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର । ସେ କହିଛନ୍ତି…

ଟାଇଗର-୩ର ଧମାକାଦାର ଟ୍ରେଲର ରିଲିଜ୍‌ ତାରିଖ ଘୋଷଣା, ସିନେପ୍ରେମୀଙ୍କ ମଧ୍ୟରେ ବଢୁଛି ଉତ୍କଣ୍ଠା

ମୁମ୍ବାଇ: ବହୁପ୍ରତୀକ୍ଷିତ ଫିଲ୍ମ ଟାଇଗର-୩ର ଧମାକାଦାର ଟ୍ରେଲର ରିଲିଜ୍‌ ତାରିଖ ଘୋଷଣା ହୋଇଛି। ସଲମାନ ଖାନଙ୍କ ଏହି ଫିଲ୍ମକୁ ଦର୍ଶକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆସନ୍ତା ୧୬ରେ ଫିଲ୍ମର ଟ୍ରେଲର ରିଲିଜ୍‌ ହେବା ନେଇ ୟସ୍ ରାଜ୍‌ ଫିଲ୍ମ ପକ୍ଷରୁ ସୂଚନା ଦିଆଯାଇଛି। ସୋସିଆଲ ମିଡିଆ…

ସ୍କ୍ରବ ଟାଇଫସରେ ଆକ୍ରାନ୍ତ ହେଲେ କୃଷି ସଚିବ, କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ସୂଚନା

ଭୁବନେଶ୍ଵର: ରାଜ୍ୟରେ ସ୍କ୍ରବ୍‌ ଟାଇଫସ୍‌ ଆତଙ୍କ  ଥମିବାର ନା ନେଉନାହିଁ । ପ୍ରତିଦିନ ନୂଆ ନୂଆ ରୋଗୀ ଚିହ୍ନଟ  ହେଉଛନ୍ତି । ସମ୍ବଲପୁର, କେନ୍ଦୁଝର, ବରଗଡ଼, ପୁରୀ ଓ  କେନ୍ଦ୍ରାପଡ଼ାରେ ଅଧିକ ସ୍କ୍ରବ୍‌ ଟାଇଫସ୍‌ ସଂକ୍ରମିତଙ୍କ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟରେ ଭୟ ବଢ଼ି ଚାଲିଥିବା ବେଳେ…

ଆସନ୍ତାକାଲି ସକାଳ ଯାଏ ଲାଗି ରହିବ ବର୍ଷା: ରାଜ୍ୟରେ ୨୧୨ ପ୍ରତିଶତ ଅଧିକ ବର୍ଷା ରେକର୍ଡ

ଭୁବନେଶ୍ୱର:ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷିବ । ଗୁରୁବାର ସକାଳ ପର୍ଯ୍ୟନ୍ତ ଏହି ବର୍ଷା ଲାଗି ରହି । ପଶ୍ଚିମବଙ୍ଗ ଗାଙ୍ଗେୟ କ୍ଷେତ୍ର ଏବଂ ତତସଂଲଗ୍ନ ଝାଡଖଣ୍ଡ ନିକଟରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି  ରହିବ ବୋଲି ବୁଧବାର ଭାରତୀୟ ପାଣିପାଗ ବିଭାଗ  …

ନିର୍ବାଚନ ପୂର୍ବରୁ ଶିବରାଜ ସରକାରଙ୍କ ବଡ଼ ଘୋଷଣା, ସରକାରୀ ଚାକିରିରେ ମହିଳାଙ୍କୁ ୩୫% ସଂରକ୍ଷଣ

ଭୋପାଳ: ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସରକାର ମହିଳାଙ୍କୁ ନେଇ ଆଉ ଏକ ବଡ ନିଷ୍ପତ୍ତି ଘୋଷଣା କରିଛନ୍ତି। ମଧ୍ୟପ୍ରଦେଶରେ ସରକାରୀ ଚାକିରି କ୍ଷେତ୍ରରେ ମହିଳାଙ୍କ ପାଇଁ ୩୫% ସଂରକ୍ଷଣ ପ୍ରଦାନ କରିବାକୁ ଘୋଷଣା କରାଯାଇଛି। ପ୍ରତ୍ୟକ୍ଷ ନିଯୁକ୍ତିରେ ମହିଳାମାନେ ୩୫ ପ୍ରତିଶତ ସଂରକ୍ଷଣ…

ହାପି ବର୍ଥ ଡେ ଋଷଭ ପନ୍ଥ: ଜନ୍ମଦିନରେ କେଦାରନାଥ ଓ ବଦ୍ରିନାଥ କଲେ ଦର୍ଶନ , ଭିଡିଓ ଭାଇରାଲ

ମୁମ୍ବାଇ: ଭାରତୀୟ କ୍ରିକେଟ୍ ଦଳର ବ୍ୟାଟ୍ସମ୍ୟାନ୍ ଋଷଭ ପନ୍ଥଙ୍କର ଆଜି ହେଉଛି ଜନ୍ମଦିନ  । ଋଷଭ ଆଜି ତାଙ୍କର ୨୬ ତମ ଜନ୍ମଦିନ ପାଳନ କରୁଛନ୍ତି  । ଏଥିଲାଗି ତାଙ୍କୁ ବିଭିନ୍ନ ଆଡୁ ଶୁଭେଚ୍ଛାର ସୁଅ ଛୁଟୁଛି  । ଜନ୍ମଦିନ ପୂର୍ବରୁ ସେ  ବଦ୍ରିନାଥ ଏବଂ କେଦାରନାଥ ଯାଇ ଦର୍ଶନ କରିଛନ୍ତି  । ଗତ…

ବାରଣାସୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ୮ଜଣଙ୍କ ଜୀବନ

ବାରଣାସୀ: ଉତ୍ତର ପ୍ରଦେଶ ବାରଣାସୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ । ଗାଜିପୁର କର୍ଖିଆଭରେ ଏକ କାର ଓ ଟ୍ରକ ମୁହାଁମୁହିଁ ଧକ୍କା ହେବାରୁ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ତେବେ ଦୁର୍ଘଟଣାରେ ୮ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଜଣେ ୩ ବର୍ଷର ଶିଶୁ ଗୁରୁତର ଆହତ ହୋଇଛି ।…