ବିହାର ଜାତି ସର୍ଭେ ମାମଲା: ୬ ଅକ୍ଟୋବରରେ ସୁପ୍ରିମକୋର୍ଟରେ ହେବ ଶୁଣାଣି
ନୂଆଦିଲ୍ଲୀ: ବିହାର ଜାତି ସର୍ଭେ ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। କୋର୍ଟ ୬ ଅକ୍ଟୋବରରେ ଶୁଣାଣି ପାଇଁ କହିଛନ୍ତି। ଏହି ମାମଲା ପୂର୍ବରୁ ସୁପ୍ରିମକୋର୍ଟରେ ବିଚାରାଧୀନ ଅଛି। ସର୍ଭେ ତଥ୍ୟ ଜାରି କରିବାକୁ କୋର୍ଟ କୌଣସି ପ୍ରତିବନ୍ଧକ ଲଗାଇ ନଥିଲେ। ରୋକ ଆଦେଶ ବିସ୍ତୃତ ଶୁଣାଣି ପରେ ଦେବେ…