ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ: ୪ଟା ପର୍ଯ୍ୟନ୍ତ ବିଧାନସଭା ମୁଲତବି
ଭୁବନେଶ୍ୱର: ସୁରୁଖୁରୁରେ ଚାଲିପାରୁନି ବିଧାନସଭା । ବିଧାନସଭାର ମୌସୁମୀ ଅଧିବେଶନ ଆସନ୍ତାକାଲି ସରିବାକୁ ଥିବାବେଳେ ଆଜି ମଧ୍ୟ ବିରୋଧିଙ୍କ ହଟ୍ଟଗୋଳ ପାଇଁ ମୁଲତବି ରହିଲା ଗୃହ । ଗୃହ କାର୍ଯ୍ୟ ଆରମ୍ଭରୁ ହିଁ ବିରୋଧି ନାରାବାଜି କରିବା ଆରମ୍ଭ କରିଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ବିବୃତିରୁ…