ପବିତ୍ର ଭାଗବତ ଜନ୍ମ: ଚଳଚଞ୍ଚଳ ନୀଳକନ୍ଦରର କୋଣଅନୁକୋଣ
ପୁରୀ: ଆଜି ପବିତ୍ର ଭାଗବତ ଜନ୍ମ ଓ ଇନ୍ଦୁପୂର୍ଣ୍ଣିମା । ଭାଦ୍ରବ ମାସ ପୂର୍ଣ୍ଣିମା ତିଥିରେ ଭାଗବତ ଜନ୍ମଦିନ ରୂପେ ପାଳନ କରାଯାଏ । ଏହି ଦିନ ଜଗନ୍ନାଥ ଦାସ ଭାଗବତ ଲେଖିବା ଆରମ୍ଭ କରିଥିବା କଥାରେ ଅଛି । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ପ୍ରତି ଗାଁ ଓ ସହର । ଏପଟେ ଭାଗବତ ଜନ୍ମ ଉପଲକ୍ଷେ ପୁରୀ…