ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର : ୩ ତାରିଖ ଯାଏଁ ପ୍ରବଳ ବର୍ଷିବ !
ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତର ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ପରେ ପଶ୍ଚିମ ଉତ୍ତର ଓଡିଶା…