ବୃଦ୍ଧାଙ୍କୁ ମରଣାନ୍ତକ ଆକ୍ରମଣ କରି ସଶସ୍ତ୍ର ଡକାୟତି
ବାଲେଶ୍ୱର: ସୋର ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ବୃଦ୍ଧାଙ୍କୁ ମରଣାନ୍ତକ ଆକ୍ରମଣ କରି ସଶସ୍ତ୍ର ଡକାୟତମାନେ ଘରୁ ୭ ଲକ୍ଷରୁ ଅଧିକ ଟଙ୍କା ଓ ସୁନାଗହଣା ଲୁଟି ନେଇଥିବା ଅଭିଯୋଗ ହୋଇଛି।
ବାହାନଗା ଅଞ୍ଚଳର ଜୁଆଣିଠାରେ ମଙ୍ଗଳବାର ବିଳମ୍ବିତ ରାତିରେ ଶାନ୍ତିଲତା ଗୁପ୍ତା ନାମକ ଜଣେ ମହିଳା…