Latest Odisha News

BREAKING NEWS

ରାଜ୍ୟ ସରକାର ବିଜ୍ଞାପନ ପାଇଁ ୧୦ ବର୍ଷରେ ୨୪୨ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି

ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦୀପ ଅମାତ ମଙ୍ଗଳବାର କହିଛନ୍ତି ଯେ, ଓଡ଼ିଶା ସରକାର ଗତ ୧୦ ବର୍ଷ ମଧ୍ୟରେ ନିଜର କଲ୍ୟାଣକାରୀ ଯୋଜନାର ବିଜ୍ଞାପନ ବାବଦରେ ୨୪୨ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି। ବିଧାନସଭାରେ ବିଧାୟକ ଶଙ୍କର ଓରାମ ଓ ନବଚରଣ ମାଝୀଙ୍କ ପ୍ରଶ୍ନର ଉତ୍ତରରେ…

ଚୋରି ମୋବାଇଲ୍ ଭାଗବଣ୍ଟା ବେଳେ ପାଟିତୁଣ୍ଡ, ଜଣେ ନାବାଳକର ମୃତ୍ୟୁ

ସମ୍ବଲପୁର: ଚୋରି ମୋବାଇଲ ଭାଗବଣ୍ଟାକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷରୁ ଜଣେ ନାବାଳକର ମୃତ୍ୟୁ ହୋଇଛି। ମଙ୍ଗଳବାର ସମ୍ବଲପୁର ସହରରେ ଚୋରି ମୋବାଇଲ ବାଣ୍ଟିବାକୁ ନେଇ ବିବାଦ ଦେଖାଦେବା ପରେ ଏକ ମୋବାଇଲ୍ ଚୋର ଗ୍ୟାଙ୍ଗ୍ ଜଣେ ସଦସ୍ୟଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ରାଜ୍ୟର ୨୮ ହଜାର ଗାଁକୁ ଏବେ ବି ପାଇପ୍ ଯୋଗେ ପାଣି ସଂଯୋଗ ହୋଇପାରିନି

ଭୁବନେଶ୍ୱର: ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମଙ୍ଗଳବାର ବିଧାନସଭାରେ କହିଛନ୍ତି ଯେ, ଓଡ଼ିଶାର ୨୮ ହଜାର ଗାଁକୁ ଏଯାବତ ପାଇପ୍ ଯୋଗେ ଜଳ ଯୋଗାଣ ହୋଇପାରିନାହିଁ। କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ସେପ୍ଟେମ୍ବର ୨୨ ତାରିଖ ସୁଦ୍ଧା…

ଆଇଏନଏସ ଚିଲିକାରୁ ପାସ୍ ହେଲେ ୨,୮୯୫ ଜଣ ଅଗ୍ନିବୀର

ଭୁବନେଶ୍ୱର: ଆଇଏନ୍ଏସ୍ ଚିଲିକାରୁ ମଙ୍ଗଳବାର ୪୪୮ ଜଣ ମହିଳାଙ୍କ ସମେତ ୨,୮୯୫ ଜଣ ଅଗ୍ନିବୀର ଉତ୍ତୀର୍ଣ୍ଣ ହୋଇଛନ୍ତି। ଦକ୍ଷିଣ ନୌସେନା କମାଣ୍ଡର ଫ୍ଲାଗ ଅଫିସର କମାଣ୍ଡିଂ-ଇନ୍-ଚିଫ ଭାଇସ ଆଡମିରାଲ ଏମ. ଏ. ହାମ୍ପିହୋଲି ପାସିଂ ଆଉଟ୍ ପରେଡର ସମୀକ୍ଷା କରିଥିଲେ। ଏହି କାର୍ଯ୍ୟକ୍ରମରେ ସଫଳ…

ବଢ଼ୁଛି ପ୍ରଭାତ ବିଶ୍ବାଳଙ୍କ ଅଡ଼ୁଆ, ସିବିଆଇ ପରେ ଇଡିର ଆକ୍ସନ

ଭୁବନେଶ୍ୱର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମଙ୍ଗଳବାର କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳ, ତାଙ୍କ ପତ୍ନୀ ଲକ୍ଷ୍ମୀ ବିଳାସନୀ ବିଶ୍ୱାଳ ଏବଂ ସି-ସୋରର ଦୁଇଟି କମ୍ପାନୀ ଏବଂ ଏହାର ଦୁଇ ମାଲିକ ପ୍ରଶାନ୍ତ କୁମାର ଦାସ ଓ ପ୍ରଭାତ କୁମାର ଦାସଙ୍କ ବିରୋଧରେ ଦ୍ୱିତୀୟ…

ରଶ୍ମିକାଙ୍କ ଖୁବ୍ ପ୍ରଶଂସା କଲେ ତାଙ୍କ ପୂର୍ବତନ ପ୍ରେମିକ

ମୁମ୍ବାଇ: ସାଉଥ୍‌ର ଲୋକପ୍ରିୟ ଅଭିନେତ୍ରୀ ରଶ୍ମିକା ମନ୍ଦନା ଏବେ ତାଙ୍କର ଆଗାମୀ ଫିଲ୍ମ ‘ଆନିମଲ’ କୁ ନେଇ ଖୁବ୍ ଚର୍ଚ୍ଚାରେ ଅଛନ୍ତି । ଏହାଭିତରେ ତାଙ୍କର ପୂର୍ବ ପ୍ରେମିକ ରକସିତ୍ ସେଟ୍ଟୀ ଦେଇଥିବା ବୟାନକୁ ନେଇ ଇଣ୍ଡଷ୍ଟ୍ରିରେ ଚର୍ଚ୍ଚା ଆରମ୍ଭ ହୋଇଛି । ରଶ୍ମିକାଙ୍କ ଖୁବ୍ ପ୍ରଶଂସା କରିବା…

ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆର ବ୍ୟାକଅପ୍ ଆର ଅଶ୍ବିନ୍?

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ କ୍ରିକେଟର ଅଧିନାୟକ ରୋହିତ ଶର୍ମା ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଅନ୍ତିମ ମ୍ୟାଚ ପୂର୍ବରୁ ଆହତ ଅକ୍ଷର ପଟେଲଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ସୂଚନା ଦେବାକୁ ମନା କରିଦେଇଛନ୍ତି। ତେବେ ପ୍ରଥମ ଦୁଇଟି ଦିନିକିଆରେ ୪ଟି ଓ୍ୱିକେଟ ନେଇଥିବା ରବିଚନ୍ଦ୍ରନ…

ଅଷ୍ଟ୍ରେଲିଆ ବିପକ୍ଷରେ ଅନ୍ତିମ ଦିନିକିଆ ଖେଳିବେନି ଟିମ୍ ଇଣ୍ଡିଆର ପାଞ୍ଚ ଖେଳାଳି

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ବିପକ୍ଷରେ ଅନ୍ତିମ ଦିନିକିଆ ଖେଳିବେ ନାହିଁ ଟିମ୍ ଇଣ୍ଡିଆର ପାଞ୍ଚ ଖେଳାଳି। ଭାଇରାଲ ଜ୍ବର ଓ ଆଘାତର ଶିକାର ହୋଇଥିବାରୁ ବୁଧବାର ରାଜକୋଟରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ତଥା ଶେଷ ମ୍ୟାଚ୍ ପାଇଁ ପାଞ୍ଚ ଜଣ ଖେଳାଳି ଖେଳିବେ ନାହିଁ ବୋଲି ଅଧିନାୟର ରୋହିତ ଶର୍ମା…

ଅଢ଼େଇ ଘଣ୍ଟାରେ ୧୧ କେଜି ଓଜନ ହ୍ରାସ କରି ରେକର୍ଡ କଲେ ୬୯ ବର୍ଷୀୟ ବୃଦ୍ଧ

ରୁଷିଆ: ଆଜିକାଲି ଲୋକଙ୍କ ପାଇଁ ଫିଟ୍‌ନେସ୍ ଅତ୍ୟନ୍ତ ଗୁୁରୁତ୍ୱପୂର୍ଣ୍ଣ ହୋଇଯାଇଛି । ଲୋକେ ନିଜକୁ ଫିଟ୍ ରଖିବାକୁ ଚେଷ୍ଟା କରୁଛନ୍ତି । ସେଥିଲାଗି ଖାଇବା ଉପରେ ନିୟନ୍ତ୍ରଣ ରଖିବା ସହ ପ୍ରତ୍ୟେକ ଦିନ ଜିମ୍ ଯାଇଥାନ୍ତି । ୧୦ରୁ ୧୨ କିଲୋ ଓଜନ ହ୍ରାସ କରିବା କାଠିକର ପାଠ ହୋଇପଡ଼େ । କିନ୍ତୁ…

୧୯୭୫ ଦିନିକିଆ ବିଶ୍ୱକପ କ୍ରିକେଟ: ୱେଷ୍ଟଇଣ୍ଡିଜ ଚାମ୍ପିୟନ, ଚର୍ଚ୍ଚାରେ ଗାଭାସ୍କରଙ୍କ ୩୬ ରନ

ଏଥର ଭାରତରେ ଦିନିକିଆ ବିଶ୍ୱକପ କ୍ରିକେଟ ଆୟୋଜନ କରାଯିବ । ଅକ୍ଟୋବର ୫ରୁ ଏହି ମହାକୁମ୍ଭ ଆରମ୍ଭ ହୋଇଯିବ । ୧୯୮୩, ୨୦୧୧ ପରେ ଟିମ ଇଣ୍ଡିଆ ଘରୋଇ ପରିବେଶରେ ପୁନର୍ବାର ଚାମ୍ପିୟନ ହେବ ବୋଲି ପ୍ରଶଂସକମାନେ ଆଶା ବାନ୍ଧି ବସିଛନ୍ତି । ଆସନ୍ତୁ ନଜର ପକାଇବା ୧୯୭୫ ପ୍ରାରମ୍ଭିକ ସଂସ୍କରଣ ଉପରେ ।…