ଆଜି ୩ୟ ଦିନରେ ବି କମ୍ପିବ ବିଧାନସଭା: ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା
ଭୁବନେଶ୍ବର: ଆଜି ବିଧାନସଭା ମୌସୁମୀ ଅଧିବେଶନର ତୃତୀୟ ଦିନ । ଆଜି ବି ବିଭିନ୍ନ ପ୍ରସଙ୍ଗରେ ଗୃହରେ ସରଗରମ ଆଲୋଚନା ହେବ । ଗତକାଲି ଦିନ ତମାମ ହୁଲସ୍ତୁଲ ହୋଇଥିଲା ବିଧାନସଭା । ପ୍ରଶ୍ନକାଳ ଆରମ୍ଭ ରୁ ହିଁ ଗୃହରେ ପ୍ରବଳ ହଟ୍ଟଗୋଳ ହୋଇଥିଲା । ଫଳରେ ଗୃହକୁ ମୁଲତବୀ ରଖାଯାଇଥିଲା ।…