ଜାମୁ ଗଛରୁ କନିଷ୍ଠ ଯନ୍ତ୍ରୀ ଝୁଲନ୍ତା ମୃତଦେହ ଉଦ୍ଧାର: ହତ୍ୟାର କାରଣ ଖୋଜୁଛି ପୋଲିସ
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ଏକ ଜାମୁ ଗଛରୁ ଜଣେ କନିଷ୍ଠ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯନ୍ତ୍ରୀ ପରିମଳ ଓ ଗ୍ରାମ୍ୟ ଜଳ ଯୋଗାଣ ବିଭାଗର କନିଷ୍ଠ ଯନ୍ତ୍ରୀ ରାମକୃଷ୍ଣ ସିଂ ବୋଲି ଜଣାପଡିଛି ।…