ନାଗସାପ ଗିଳିଲା ୧୨ ଫୁଟର ଅହିରାଜ
ମୟୂରଭଞ୍ଜ: ଜଣେ ବ୍ୟକ୍ତିଙ୍କ ଘରୁ ୧୨ ଫୁଟର ବିଶାଳ ଅହିରାଜ ସାପକୁ ଉଦ୍ଧାର କରିଛନ୍ତି ସ୍ନେକ ଲାଇଫ୍ ଲାଇନର ସଦସ୍ୟ। ଉଦଳା ବନାଞ୍ଚଳ ଅଧିନ ବଡଖମଣ ଗ୍ରାମର ହମବିର ମୁର୍ମୁଙ୍କ ଘର ଭିତରେ ଏକ ଅହିରାଜ ସାପ ପଶିଥିବା ପରିବାର ଲୋକେ ଦେଖିବାକୁ ପାଇଥିଲେ। ଅହିରାଜ ସାପଟି ଘର ଭିତରେ ଚାଳ ନିକଟରେ ଏକ…