କାଲି ବିବାହ ବନ୍ଧନରେ ବାନ୍ଧି ହେବେ ପରିଣୀତି-ରାଘବ: ଆଜି ମେହେନ୍ଦୀ ସେରିମନି, ଯୋଗଦେବେନି ପ୍ରିୟଙ୍କା ଚୋପ୍ରା
ମୁମ୍ବାଇ: ଆସନ୍ତାକାଲି ବିବାହ ବନ୍ଧନରେ ବାନ୍ଧି ହେବେ ବଲିଉଡ୍ ଅଭିନେତ୍ରୀ ପରିଣୀତି ଚୋପ୍ରା ଏବଂ ଆପ୍ର ରାଜ୍ୟସଭା ସାଂସଦ ରାଘବ ଚଢା। ଦୁହେଁ ରାଜସ୍ଥାନର ଉଦୟପୁରରେ ବିବାହ କରିବାକୁ ଯାଉଛନ୍ତି। ଏ ନେଇ ଗତକାଲି ଉଭୟ ଉଦୟପୁରରେ ନିଜ ପରିବାର ସହିତ ପହଞ୍ଚିଛନ୍ତି । ଉଭୟଙ୍କ ଫଟୋ…