ପରଲୋକରେ ବିଶିଷ୍ଟ ଗଣିତଜ୍ଞ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ
ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍ ତଥା ଗଣିତଜ୍ଞ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟଙ୍କ ୭୮ ବର୍ଷ ବୟସରେ ହୃଦଘାତରେ ଭୁବନେଶ୍ୱର ଏମ୍ସରେ ପରଲୋକ ହୋଇଯାଇଛି।
ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ପ୍ରଫେସର ଆଚାର୍ଯ୍ୟ ଗୁରୁବାର ମଧ୍ୟରାତ୍ରିର ଶେଷ ନିଶ୍ୱାସ ତ୍ୟାଗ କରିଥିବା ପରିବାର ସୂତ୍ରରୁ…