ନୂଆ ସଂସଦ ଭବନରେ ପ୍ରଥମ ବିଲ୍ ଭାବେ ମହିଳା ବିଲ୍ ପାରିତ, ସମସ୍ତ ସାଂସଦଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ଗୁରୁବାର ସଂସଦରେ ଐତିହାସିକ ମହିଳା ସଂରକ୍ଷଣ ବିଲ୍ ପାସ୍ ହୋଇଥିବା ବେଳେ ରାଜ୍ୟସଭାରେ ଏହି ବିଲ୍ ୨୧୫-୦ରେ ପାସ୍ ହୋଇଛି। ଗତ ବୁଧବାର ଲୋକସଭାରେ ଏହି ବିଲ୍ ପାରିତ ହୋଇଥିଲା। ଲୋକସଭା ଓ ବିଧାନସଭାରେ ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ବିଲ୍କୁ ଏଆଇଏମ୍ଆଇଏମର ଦୁଇ ଜଣ ସଦସ୍ୟଙ୍କ…