Latest Odisha News

BREAKING NEWS

ପାରାଦୀପରେ ‘ସାଗର କବଚ-୨’, ଦୁଇ ରାଜ୍ୟ ମଧ୍ୟରେ ମିଳିତ ସମରାଭ୍ୟାସ ଆରମ୍ଭ

ପାରାଦୀପ: ସମୁଦ୍ରରେ କିପରି ଶତ୍ରୁଙ୍କୁ ଦିଆଯିବ ଜବାବ । ସବୁ ବିଭାଗ ମଧ୍ୟରେ ସମନ୍ଵୟ ରଖି କିପରି କରାଯିବ ଅପରେସନ । ଏନେଇ ଆଜିଠୁ ପାରାଦ୍ୱୀପରେ ଆରମ୍ଭ ହୋଇଛି ଦୁଇଦିନିଆ ମିଳିତ ସମରାଭ୍ୟାସ `ସାଗର କବଚ-୨’ । ଆଜିଠାରୁ ପଶ୍ଚିମବଙ୍ଗ ଓ ଓଡ଼ିଶା ମିଳିତ ଭାବେ ଏହି ସମରାଭ୍ୟାସ ୪୮୨ କିମି…

ଆସନ୍ତାକାଲିଠୁ ବିଧାନସଭାର ମୌସୁମୀ ଅଧିବେଶନ: ସ୍ଥିତି ଯାଞ୍ଚ କଲେ ଡ଼ିଜି, ସିପି, ଡିସିପି ଏବଂ ବରିଷ୍ଠ ଅଧିକାରୀ

ଭୁବନେଶ୍ବର: ଆସନ୍ତାକାଲି ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ମୌସୁମୀ ଅଧିବେଶନ । ତେଣୁ ସୁରକ୍ଷା ବଳୟ ମଧ୍ୟରେ ରହିଛି  ବିଧାନସଭା । ଏହାପୂର୍ବରୁ ଆଜି ବିଧାନସଭା ପରିସରରେ ଡ଼ିଜି, ସିପି, ଡିସିପି ଏବଂ ବରିଷ୍ଠ ଅଧିକାରୀ ମାନେ ସ୍ଥିତି ଯାଞ୍ଚ କରିଛନ୍ତି । କମିଶନରେଟ ପୋଲିସ ପକ୍ଷରୁ…

ଚିହ୍ନଟ ହେଲା ବିରଳ ସାମୁଦ୍ରିକ ମାଛ ଫ୍ଲାଇଙ୍ଗ ଗୁର୍ନାର୍ଡ, ଦୀଘା ମୁହାଁଣରୁ ମିଳିଥିବା ସୂଚନା

ବ୍ରହ୍ମପୁର: ଦୀଘା ମୁହାଁଣରୁ ମିଳିଥିବା ଏକ ନୂତନ ପ୍ରଜାତିର ମାଛକୁ ଚିହ୍ନଟ କରିଛନ୍ତି ଭାରତୀୟ ପ୍ରାଣୀ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକମାନେ । ଏ ନୂତନ ପ୍ରଜାତିର କମଳା ରଙ୍ଗ ସହ କଳା ଛିଟ ଥିବା ମାଛଟିକୁ ଫ୍ଲାଇଙ୍ଗ ଗୁର୍ନାର୍ଡ ବୋଲି ବୈଜ୍ଞାନିକ କହିଛନ୍ତି । ଯେଉଁଥିରେ ସୂକ୍ଷ୍ମ…

ଇସ୍ତଫା ଦେଲେ ପ୍ରମିଳା ମଲ୍ଲିକ; ସୁଦାମଙ୍କୁ ରାଜସ୍ୱ ବିଭାଗ

ଭୁବନେଶ୍ୱର: ବାଚସ୍ପତି ପଦ ପାଇଁ ନାମାଙ୍କନ ଭରିବା ପୂର୍ବରୁ  ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରମିଳା ଇସ୍ତଫା ଦେବା ପରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କୁ ଦିଆଯାଇଛି ରାଜସ୍ୱ ବିଭାଗ । ସୁଦାମ ମାର୍ଣ୍ଡିଙ୍କ ହାତରେ ଏବେ  ରାଜସ୍ୱ ବିଭାଗ…

ଶିକ୍ଷକ ସଂଘର ସବୁ ଦାବି ଶୁଣିବୁ, ଆନ୍ଦୋଳନରୁ ଓହରି ଯାଆନ୍ତୁ-ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଶେଷରେ ନରମିଲେ ସରକାର । ଶିକ୍ଷକଙ୍କ ଜିଦ ଆଗରେ ମୁଣ୍ଡ ନୁଆଁଇଲେ । ସବୁ ଦାବି ଶୁଣିବାକୁ ରାଜି ହେଲେ । ଦାବିପୂରଣ ଜିଦରେ ଅଟଳ ପ୍ରାଥମିକ ଶିକ୍ଷକ ସଂଘ ୨୬ ତାରିଖ ବିଧାନସଭା ସମ୍ମୁଖରେ ମହା ସମାବେଶ କରିବାକୁ ଚେତାବନୀ ଦେଇଥିଲେ । ହେଲେ ତା ପୂର୍ବରୁ ଶିକ୍ଷକଙ୍କ ସବୁ ଦାବି…

ଓଡିଶାରେ ବଢିଲା ଚିନ୍ତା, ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗରୁ ଚିହ୍ନଟ ହେଲେ ନିପା ଭାଇରସ୍ ଆକ୍ରାନ୍ତ

କୋଲକାତା: ଥମୁନି ନିପା ଭାଇରସ୍ ଆତଙ୍କ । ଦେଶରେ କାୟା ବିସ୍ତାର କରୁଛି ନିପା ଭାଇରସ୍  । ଦିନକୁ ଦିନ ବୃଦ୍ଧି ପାଉଛି ଆକ୍ରାନ୍ତଙ୍କ ସଂଖ୍ୟା । ଏହାରି ଭିତରେ ଓଡିଶାରେ ବାଜିଛି ସତର୍କ ଘଣ୍ଟି । ପଡୋଶୀ ରାଜ୍ୟ ପଶ୍ଚିମବଙ୍ଗରୁ ଚିହ୍ନଟ ହୋଇଛନ୍ତି ଜଣେ ନିପା ଭାଇରସ୍ ଆକ୍ରାନ୍ତ । ସଂକ୍ରମିତ…

ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ: ସୁନ୍ଦରଗଡ଼ରେ ଆଜି ପୁଣି ୭ ଆକ୍ରାନ୍ତ ଚିହ୍ନଟ

ସୁନ୍ଦରଗଡ଼: ଚିନ୍ତା ବଢାଉଛି ସ୍କ୍ରବ ଟାଇଫସ । ସୁନ୍ଦରଗଡରେ ଦିନକୁ ଦିନ ବଢି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଛନ୍ତି ରୋଗୀ । ଆଜି ପୁଣି ୬ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇଲେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି ପାଇଛି ।…

ମହିଳା ସଂରକ୍ଷଣ ବିଲ: ହ୍ୱିପ୍ ଜାରି କଲା ବିଜେଡି

ନୂଆଦିଲ୍ଲୀ: ଗତକାଲି ଲମ୍ବା ବିତର୍କ ପରେ ଲୋକସଭାରେ ପାରିତ ହୋଇଛି ଐତିହାସିକ ମହିଳା ସଂରକ୍ଷଣ ବିଲ୍ । ଏନେଇ ଆଜି ରାଜ୍ୟସଭାରେ ହେବ ଆଲୋଚନା । ସେପଟେ ମହିଳା ସଂରକ୍ଷଣ ବିଲ୍‌କୁ ସମର୍ଥନ ପାଇଁ ହ୍ୱିପ୍‌ ଜାରି କରିଛି ବିଜେଡି । ଦଳର ସମସ୍ତ ରାଜ୍ୟସଭା ସାଂସଦଙ୍କୁ ଗୃହରେ ଉପସ୍ଥିତ ରହିବାକୁ…

ପୋଖରୀରୁ ମିଳିଲା ଆସିଷ୍ଟାଣ୍ଡ କଲେକ୍ଟରଙ୍କ ମୃତଦେହ: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲାେକ

ରାଉରକେଲା:ଆରଏସପି ପ୍ରଶାସନିକ ଭବନ  ନିକଟ ସେଞ୍ଚୁରି ପାର୍କରୁ ମିଳିଛି ଆସିଷ୍ଟାଣ୍ଟ କଲେକ୍ଟର ସୁସ୍ମିତା ମଞ୍ଜଙ୍କ ମୃତଦେହ । ତାଙ୍କର ମୃତଦେହ ସେଞ୍ଚୁରି ପାର୍କ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା । ହେଲେ ସେଞ୍ଚୁରି ପାର୍କ ପୋଖରୀକୁ ମୃତ ଦେହ କେମିତି ଆସିଲା ଏବଂ କେଉଁ…