ରୋଗୀ ଦେଖିବାକୁ ଆସି ମୋ ବସରୁ ଲୁଟର ଶିକାର ହେଲେ ମହିଳା
ଭୁବନେଶ୍ୱର: ରାଜଧାନୀରେ ବୁଧବାର 'ମୋ ବସ୍'ରେ ଯାତ୍ରା କରୁଥିବା ଜଣେ ମହିଳା ଯାତ୍ରୀଙ୍କଠାରୁ ସୁନା ଅଳଙ୍କାର ଓ ନଗଦ ୬ ହଜାରରୁ ଅଧିକ ଟଙ୍କା ଲୁଟ୍ ହୋଇଛି। କଟକର ୪୨ ମୌଜାର ଅହଲ୍ୟା ଦାସ ନାମକ ଜଣେ ମହିଳା ଭୁବନେଶ୍ୱର ସମ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ରୋଗୀଙ୍କୁ ଭେଟିବାକୁ…