ଆଉ ୭ ଜଣ ସ୍କ୍ରବ୍ ଟାଇଫସ ଆକ୍ରାନ୍ତ ଚିହ୍ନଟ ପରେ ୨୦୦ ଛୁଇଁଲା ସଂଖ୍ୟା
ସୁନ୍ଦରଗଡ଼: ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୭ ଜଣ ସ୍କ୍ରବ୍ ଟାଇଫସରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ଏହା ଫଳରେ ଜିଲ୍ଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ରେ ପହଞ୍ଚିଛି। ଜଣେ ସ୍ବାସ୍ଥ୍ୟ ଅଧିକାରୀ ବୁଧବାର ଏହି ସୂଚନା ଦେଇଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ନମୁନା…