ଭେଣ୍ଟିଲେଟରରେ ଥାଇ ‘ଯବାନ’ ଫିଲ୍ମ ଦେଖିଲେ ପ୍ରଶଂସକ, ଶାହରୁଖ ଦେଲେ ଏମିତିି ପ୍ରତିକ୍ରିୟା
ମୁମ୍ବାଇ: ବଲିଉଡ଼ର କିଙ୍ଗ୍ ଖାନ ଶାହାରୁଖ ଖାନଙ୍କ ଅଭିନିତ ଫିଲ୍ମ ‘ଯବାନ’ ଏବେ ସାରା ବିଶ୍ୱରେ ଧମାଲ କରୁଛି । ଏହା ଗତ ୭ ତାରିଖରେ ରିଲିଜ୍ ହୋଇଥିଲା । ଫିଲ୍ମକୁ ଦର୍ଶକ ବେଶ ପସନ୍ଦ କରିଛନ୍ତି । କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଫିଲ୍ମ ଯବାନର କ୍ରେଜ ଦେଖିବାକୁ ମିଳିଛି । ନିକଟରେ…