ଏକ ମାସର ଶିଶୁକୁ କୋଳରେ ଧରି ଅଫିସରେ କାମ କଲେ ମେୟର, ଭାଇରାଲ ହେଲା ଫଟୋ
କେରଳ: କେରଳର ରାଜଧାନୀ ଥିରୁବନନ୍ତପୁରମର ମେୟର ଆର୍ଯ୍ୟ ରାଜେନ୍ଦ୍ରନ ପୁଣି ଥରେ ଚର୍ଚ୍ଚାର ପରିସରକୁ ଆସିଛନ୍ତି । ଏହାର କାରଣ ହେଉଛି ଏକ ମାସ ପୂର୍ବରୁ ଜନ୍ମ ହୋଇଥିବା ଶିଶୁକୁ ନେଇ ସେ ଅଫିସରରେ କାମ କରୁଥିବା ନଜର ଆସିଛନ୍ତି । ପିଲାଟିକୁ ସେ ନିଜ କୋଳରେ ଧରି କାମ କରୁଥିବାର ଫଟୋ…