ସୁନା ବ୍ୟବସାୟୀଙ୍କଠାରୁ ଲୁଟ ଘଟଣା: ଆଉ ୬ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ
କଟକ: ସୁନା ବ୍ୟବସାୟୀଙ୍କ ଉପରକୁ ଗୁଳି ଚଳାଇ ସୁନା ଲୁଟ କରିବା ଘଟଣାରେ ୬ ଜଣଙ୍କୁ ଗିରଫ କଲା କମିଶନରେଟ ପୋଲିସ। ଗତ ୬ ତାରିଖ ଦିନ କନ୍ଦରପୁର ମତଗଜପୁର ଅଞ୍ଚଳର ସୁନା ବ୍ୟବସାୟୀ ବିକାଶ ପାତ୍ରଙ୍କ ଉପରକୁ ଗୁଳି ଚଳାଇ ଏକ ଡକାୟତ ଗ୍ୟାଙ୍ଗର ସଦସ୍ୟମାନେ ଲୁଟ କରିଥିଲେ। ଏହି ଘଟଣାରେ ଗ୍ୟାଙ୍ଗର…