Latest Odisha News

BREAKING NEWS

ଯଶୋଭୂମି ଏକ୍ସପୋ ସେଣ୍ଟର ଉଦ୍‌ଘାଟନ କଲେ ମୋଦୀ, ମେଟ୍ରୋରେ ଯାତ୍ରା କରି ଯାତ୍ରୀଙ୍କ ସହ ନେଲେ ସେଲ୍ଫି

ନୂଆଦିଲ୍ଲୀ: ଉଦଘାଟିତ ହୋଇଛି ନୂଆଦିଲ୍ଲୀର ଦ୍ୱାରକାରେ ଇଣ୍ଡିଆ ଇଣ୍ଟରନ୍ୟାସନାଲ କନଭେନସନ ଓ ଏକ୍ସପୋ ସେଣ୍ଟର ବା ଯଶୋଭୂମିର ପ୍ରଥମ ଅଂଶ। ଯଶୋଭୂମି ଏକ୍ସପୋ ସେଣ୍ଟରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୩ତମ ଜନ୍ମ ଦିବସ। ଏହି…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ  । କହିଛନ୍ତି  ରାଜ୍ୟରେ ବନ୍ୟା ସ୍ଥିତି ନାହିଁ  । ଉପରମୁଣ୍ଡରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମୁଛି  ।   ଆଉ ଦିନେ ଦୁଇ ଦିନ ଭିତରେ ସେଠାରୁ ପାଣି ଛାଡ଼ିଯିବ ।  …

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ନିଆରା ଢଙ୍ଗରେ ଜନ୍ମଦିନ ଶୁଭେଛା ଜଣାଇଲେ ଭାସ୍କର୍ଯ୍ୟ ଶିଳ୍ପୀ…

ପୁରୀ: ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୩ତମ ଜନ୍ମ ଦିବସ । ମୋଦିଙ୍କ ଜନ୍ମଦିବସ ଅବସରରେ ଚାରିଆଡୁ ଛୁଟୁଛି ଶୁଭେଛାର ସୁଅ । ତେବେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ନିଆରା ଢଙ୍ଗରେ ଜନ୍ମଦିନର ଶୁଭେଛା ଜଣାଇଛନ୍ତି ପୁରୀ ଅଠରନଳାର ଭାସ୍କର୍ଯ୍ୟ ଶିଳ୍ପୀ ଶ୍ରୀଧର ଦାସ । ୭୩ ତମ ଜନ୍ମ ଦିନ…

ପାନବରଜ ଓ କିଆଫୁଲ ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆର୍ଥିକ ସହାୟତା

ଭୁବନେଶ୍ବର : ପାନବରଜ ଚାଷୀ ଓ କିଆଫୁଲ ଚାଷୀଙ୍କ ପାଇଁ ଖୁସି ଖବର । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ଉଭୟ ଚାଷର ପ୍ରକ୍ରିୟାକରଣ ୟୁନିଟ ପାଇଁ ସହାୟତା ମିଳିବ । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଫାଇଭ୍-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନଙ୍କ  ପୁରୀ ଓ ଗଞ୍ଜାମ …

ପ୍ରଧାନମନ୍ତ୍ରୀଙ୍କ ୭୩ତମ ଜନ୍ମଦିନ: ନିଆରା ଢଙ୍ଗରେ ଶୁଭେଚ୍ଛା ଜଣାଇଲେ ବଲିଉଡ ସେଲିବ୍ରିଟି

ମୁମ୍ବାଇ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ୭୩ତମ ଜନ୍ମଦିନ  । ଏହି ଅବସରରେ ଦେଶର କୋଣ ଅନୁକୋଣରୁ ଅଭିନନ୍ଦନ ଓ ଶୁଭେଚ୍ଛାର ସୁଅ ଛୁଟୁଛି  । ବଲିଉଡ ତାରକା ମାନେ ମଧ୍ୟ ସୋସିଆଲ ମିଡିଆ ମାଧ୍ୟରେ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ପଠାଉଛନ୍ତି । କଙ୍ଗନା ରାନାୱତ, ଅନୁପମ ଖେର,…

ସୃଷ୍ଟି ସର୍ଜନାକାରୀ ବିଶ୍ଵକର୍ମା, ଜାଣନ୍ତୁ ଦାରୁଦିଅଁଙ୍କୁ ଗଢିବାର ରହସ୍ୟ

ଭୁବନେଶ୍ଵର: ଆଜି ହେଉଛି ପବିତ୍ର ବିଶ୍ୱକର୍ମା ପୂଜା । ଶିଳ୍ପ ଓ କାରଖାନା ଜଗତର ମୁଖ୍ୟ ବିନ୍ଧାଣି ତଥା ଭଗବାନ ବିଶ୍ୱକର୍ମାଙ୍କ ଜୟନ୍ତୀ । ପୁରାଣ କାଳରେ ଦେବତାଙ୍କ ପାଇଁ ଅସ୍ତ୍ରଶସ୍ତ୍ର ଓ ମହଲ ନିର୍ମାଣ କରୁଥିଲେ ବିଶ୍ୱକର୍ମା । ତେଣୁ ବିଶ୍ୱକର୍ମାଙ୍କୁ ଶିଳ୍ପୀ ମାନଙ୍କର ଦେବତା ବୋଲି…

ବ୍ରାଜିଲରେ ଭୟଙ୍କର ବିମାନ ଦୁର୍ଘଟଣା, ୧୪ ମୃତ

ବ୍ରାଜିଲ୍‌: ବ୍ରାଜିଲର ଆମାଜନ୍ ସହରରେ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି  । ଏଥିରେ ୧୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି  । ବିମାନରେ ୧୨ ଜଣ ପର୍ଯ୍ୟଟକ ଓ ୨ ଜଣ କ୍ରିଉ ମେମ୍ବର ରହିଥିଲେ । ପ୍ରବଳ ବର୍ଷା ଓ ଖରାପ ପାଗ ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ସୂଚନା ଦେଇଛନ୍ତି ରାଜ୍ୟପାଳ…

ପାଠକୀୟ ସ୍ୱୀକୃତି ହିଁ ଲେଖକ ପାଇଁ ପ୍ରକୃତ ସମ୍ମାନ : ବନ୍ଦିତା ଦାଶ

ଓଡ଼ିଆ ସାହିତ୍ୟର ଜଣେ ସମ୍ବେଦନଶୀଳ ଓ ପ୍ରାଣବନ୍ତ ପ୍ରତିଭା ବନ୍ଦିତା ଦାଶ । ଗଳ୍ପ, ଉପନ୍ୟାସ, କବିତା, ଶିଶୁ ସାହିତ୍ୟ ପ୍ରଭୃତି କ୍ଷେତ୍ରରେ ସେ ସାଉଣ୍ଟିଛନ୍ତି ବିପୁଳ ପାଠକୀୟତା । ତାଙ୍କ ସର୍ଜନା କ୍ଷେତ୍ରର ପରିସୀମା ମପାଯାଇ ପାରେନା । ଭାବ ଓ ଭାଷାର ସମ୍ମିଶ୍ରଣରେ ସେ ରୁଦ୍ଧିମନ୍ତ…

ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କଲେ ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ଼ ରବିବାର ନୂଆ ସଂସଦ ଭବନରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କ ଉପସ୍ଥିତିରେ ସେ ନୂଆ ସଂସଦ ଭବନର 'ଗଜ ଦ୍ୱାର' ଉପରେ ପତାକା ଉତ୍ତୋଳନ କରିଛନ୍ତି। ଉଭୟ ବିଶ୍ୱକର୍ମା ପୂଜା ଓ…

ଉତ୍ତରରୁ ଦକ୍ଷିଣ ଭାରତ ସବୁଠି ପ୍ରକୃତିର ତାଣ୍ଡବ: ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ସତର୍କ ସୂଚନା

ଦିଲ୍ଲୀ: ୟୁପି , ମହାରାଷ୍ଟ୍ର, ଗୁଜୁରାଟ ସମେତ ଉତ୍ତରରୁ ଦକ୍ଷିଣ ଭାରତ ପର୍ଯ୍ୟନ୍ତ ସବୁଠି ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି  । ଗତକାଲି ଦେଶର ଅନେକ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିଲା   । ୟୁପିରେ ପ୍ରବଳ ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।  କିଛି…