ପ୍ରଣବ ହେଲେ ବିଜୁ ଶ୍ରମିକ ସାମ୍ମୁଖ୍ୟର ମୁଖ୍ୟ ଉପଦେଷ୍ଟା
ଭୁବନେଶ୍ୱର: ବିଜୁ ଶ୍ରମିକ ସାମ୍ମୁଖ୍ୟ (ବିଏସ୍ଏସ୍)ର କର୍ମକର୍ତ୍ତାମାନଙ୍କୁ ଶନିବାର ବିଜୁ ଜନତା ଦଳ ପକ୍ଷରୁ ନିଯୁକ୍ତି ଦିଆଯାଇଛି।ବିଜେଡି ସଭାପତି ନବୀନ ପଟ୍ଟନାୟକ ୧୫ ଜଣ ନେତାଙ୍କୁ ବିଭିନ୍ନ ପଦପଦବୀରେ ନିଯୁକ୍ତି ଦେଇଛନ୍ତି।
ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସଙ୍କୁ ବିଏସ୍ଏସର ମୁଖ୍ୟ…