ଉତ୍ତରପ୍ରଦେଶ ଗ୍ରେଟର ନୋଏଡାରେ ଅଘଟଣ: ନିର୍ମାଣଧୀନ ବିଲ୍ଡିଂରୁ ଖସିଲା ଲିଫ୍ଟ, ୪ ମୃତ
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ଗ୍ରେଟର ନୋଏଡ଼ାରେ ଚାଞ୍ଚଲ୍ୟ । ଏକ ନିର୍ମାଣଧୀନ ବିଲ୍ଡିଂର ଲିଫ୍ଟ ଖସି ପଡ଼ିଛି । ଫଳରେ ୪ ଜଣଙ୍କର ମୃତ୍ୟୁ ଘଟିଛି । ଅନେକ ବ୍ୟକ୍ତି ଏହି ଘଟଣାରେ ଆହତ ହୋଇଥିବା ସୂଚନା ମିଳିଛି । ସମସ୍ତ ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ପଠାଯାଇଛି ।…