ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଦେଇ ଜଳ ନିଷ୍କାସିତ : ସକାଳ ୬ଟା ସୁଦ୍ଧା ଜଳସ୍ତର ୬୨୮.୧୫ ଫୁଟ୍
ସମ୍ବଲପୁର : ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ଗତକାଲି ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲିଛି । ବର୍ତ୍ତମାନ ହୀରାକୁଦ ଡ୍ୟାମର ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ହୀରାକୁଦ ଜଳସ୍ତର ୬୨୮.୧୫…