ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ : ୧୫ରୁ ଉର୍ଦ୍ଧ୍ବ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର : ଆଜି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଏହି ବୈଠକ ଅନୁଷ୍ଠିତ ହେବ । ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ ହେବାର ସମ୍ଭାବନା ରହିଛି । ରାଜ୍ୟ କ୍ୟାବିନେଟ୍…