କଥା ରଖିଲେ ଅଶ୍ୱିନୀ : ବାଲେଶ୍ୱର ନିକଟ ଉପମାର୍ଗ ପାଇଁ ମଞ୍ଜୁର କଲେ ୧୪.୭ କୋଟି
ନୂଆଦିଲ୍ଲୀ: କଥା ରଖିଲେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ବାଲେଶ୍ୱର ନିକଟସ୍ଥ ନିଧିପଣ୍ଡା ନିକଟରେ ଉପମାର୍ଗ ନିର୍ମାଣ ପାଇଁ ୧୪.୭ କୋଟି ଟଙ୍କା ପାଣ୍ଠି ମଞ୍ଜୁର କଲେ । ଗତ ଜୁନ୨୧ ତାରିଖରେ ବାଲେଶ୍ୱର ଗସ୍ତ ସମୟରେ ସ୍ଥାନୀୟ ଗ୍ରାମ ଗୁଡିକର ଲୋକମାନଙ୍କୁ ଭେଟି ସମସ୍ୟା ସମ୍ପର୍କରେ…