ଆଜି ସପ୍ତପୁରୀ ଅମାବସ୍ୟା, ଶ୍ରୀଜିଉଙ୍କ ପାଖରେ ଲାଗି ହେବ ସପ୍ତପୁରୀ ଭୋଗ
ପୁରୀ; ଭାଦ୍ରବ ମାସର ଅମାବାସ୍ୟାକୁ ସପ୍ତପୁରୀ ଅମାବାସ୍ୟା, କୁଶୋତ୍ପାଟିନୀ ଅମାବାସ୍ୟା ବା କୁଶଗ୍ରହଣୀ ଅମାବାସ୍ୟା” ଭାବରେ ପାଳନ କରାଯାଏ । ଓଡ଼ିଶାରେ ପାଳନ କରାଯାଏ ବାର ମାସରେ ତେର ପର୍ବ ଏବଂ ଏହା ବ୍ୟତୀତ ଥାଏ ଅନେକ ଗୁଡିଏ ନୀତିକାନ୍ତି । ଓଡ଼ିଶାର ଆରାଧ୍ୟ ଦେବତାଙ୍କୁ କେନ୍ଦ୍ର କରି…