Latest Odisha News

BREAKING NEWS

ମନମୋହୁଛି ଭଳିକି ଭଳି ହସ୍ତତନ୍ତ : ସନ୍ଧ୍ୟା ହେଲେ ୟୁନିଟ୍-୩ ପ୍ରଦର୍ଶନୀ ପଡିଆରେ ଲାଗୁଛି ଗହଳି

ଭୁବନେଶ୍ବର:  ଚିକମିକ ଆଲୋକମାଳାରେ ଝଲସୁଛି ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡିଆ  । ସନ୍ଧ୍ୟାରେ ଲାଗୁଛି ପ୍ରବଳ ଲୋକଙ୍କ ଗହଳି  । ବିଭିନ୍ନ ରାଜ୍ୟରୁ ଆସିଥିବା ଘର କରଣା ସାମଗ୍ରୀ ସାଙ୍ଗକୁ ପାରମ୍ପରିକ ଖାଦ୍ୟ ଓ ଦୋଳିର ମଜା ଉଠାଉଛନ୍ତି ଲୋକ  । ଗୋଟିଏ ସ୍ଥାନରେ ଲୋକଙ୍କୁ ମିଳିପାରୁଛି…

କେରଳର ‘ସରକାରା ମନ୍ଦିର’ରେ ପ୍ରତିଷ୍ଠା ହେବ ନାହିଁ ଆରଏସଏସ ଶାଖା, ହାଇକୋର୍ଟଙ୍କ ନିର୍ଦ୍ଦେଶ

ଥିରୁବନନ୍ତପୁରମ: କେରଳସ୍ଥିତ ଥିରୁବନନ୍ତପୁରମ 'ସରକାରା ଦେବୀ ମନ୍ଦିର' ପରିସରରେ ଆରଏସଏସ ଶାଖା ପ୍ରତିଷ୍ଠା ହେବ ନାହିଁ ବୋଲି କେରଳ ହାଇକୋର୍ଟ କହିଛନ୍ତି। 'ସରକାରା ଦେବୀ ମନ୍ଦିର'ରେ ଆରଏସଏସର ତାଲିମକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଶୁଣାଣି ସମୟରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।…

ଅପେକ୍ଷା କର, ପାକ ଅଧିକୃତ କଶ୍ମୀର ଆପେ ଆପେ ଭାରତରେ ମିଶିଯିବ: ପୂର୍ବତନ ସେନା ଅଧିକାରୀ

ନୂଆଦିଲ୍ଲୀ: ‘ପାକ ଅଧିକୃତ କଶ୍ମୀର ଆପେ ଆପେ ଭାରତରେ ସାମିଲ ହୋଇଯିବ । ଏଥିପାଇଁ ଆପଣଙ୍କୁ ଟିକିଏ ଖାଲି ଅପେକ୍ଷା କରିବାକୁ ପଡିବ ।’ ଏମିତି କହିଛନ୍ତି, କେନ୍ଦ୍ର ମନ୍ତ୍ରୀ ତଥା ପୂର୍ବ ସେନା ମୁଖ୍ୟ ଜେନରାଲ ବିକେ ସିଂହ(ଅବସରପ୍ରାପ୍ତ) ୧ ରାଜସ୍ଥାନରେ ଆୟୋଜିତ ପରିବର୍ତ୍ତନ ସଙ୍କଳ୍ପ…

ପ୍ରସ୍ତୁତ ହେଲା ପ୍ରାଥମିକ ସ୍ତରୀୟ ମହାପ୍ରସାଦ ଦରତାଲିକା, ମାଗଣା ମହାପ୍ରସାଦ ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ଦାବି

ପୁରୀ: ଶ୍ରୀମନ୍ଦିରର ଆନନ୍ଦବଜାରରେ ଲାଗିବ ମହାପ୍ରସାଦ ଦର ତାଲିକା । ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ କ୍ରମେ ଆନନ୍ଦବଜାର ଶୃଙ୍ଖଳା କମିଟି ଓ ସୁଆର ମହାସୁଆର ନିଯୋଗର ମିଳିତ ଉଦ୍ୟମରେ କରାଯାଇଛି ପ୍ରାଥମିକ ସ୍ତରୀୟ ମହାପ୍ରସାଦ ଦରତାଲିକା । ମହାପ୍ରସାଦ ରନ୍ଧାଯିବା ପରେ ହୋଇଥିବା ଖର୍ଚ୍ଚକୁ…

ସରିଲା ଜି-୨୦ ଶିଖର ସମ୍ମିଳନୀ, ସ୍ୱଦେଶ ଫେରି ପାରୁନାହାନ୍ତି କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡ଼ୋ

ନୂଆଦିଲ୍ଲୀ: ଜି-୨୦ ଶିଖର ସମ୍ମିଳନୀରେ ଭାଗ ନେବାକୁ ଆସିଥିବା ବିଶ୍ୱର ୨୦ଟି ଅଗ୍ରଣୀ ନେତାମାନେ ସ୍ୱଦେଶ ଫେରିଛନ୍ତି। କିନ୍ତୁ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଭାରତରେ ଏବେବି ଅଟକି ରହିଛନ୍ତି। ରବିବାର ସମ୍ମିଳନୀ ଶେଷ ହେବା ପରେ ଯେତେବେଳେ ସେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ ପାଇଁ…

ପୁଣି ତେଜିଲା ଶ୍ରୀମନ୍ଦିର ଚାରିଦ୍ବାର ଖୋଲିବା ଦାବି: ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ପୁରୀ: ପୁଣି ତେଜିଲା ଶ୍ରୀମନ୍ଦିର ଚାରିଦୁଆର ଖୋଲିବା ଦାବି। ଶ୍ରୀମନ୍ଦିର ଚାରି ଦୁଆର ଖୋଲିବା ସପକ୍ଷରେ କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କ ସମେତ ସେବାୟତ, ବୁଦ୍ଧିଜୀବୀମାନେ ମତ ରଖିଥିବାବେଳେ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ତଥା ଚାରି ଦ୍ଵାରରେ ଭକ୍ତଙ୍କ ପ୍ରବେଶ କଟକଣା ଉଠାଇବା ପାଇଁ ଆଜି…

ନୂତନ ସଂସଦ ଭବନ ପାଇଁ ନୂଆ ଡ୍ରେସ୍ କୋଡ୍, ବିଭିନ୍ନ ପୋଷାକରେ ନଜର ଆସିବେ କର୍ମଚାରୀ

ନୂଆଦିଲ୍ଲୀ: ଏଣିକି ନୂତନ ସଂସଦରେ କର୍ମଚାରୀମାନେ ପାଇବେ ନୂଆ ୟୁନିଫର୍ମ। ସେପ୍ଟେମ୍ବର ୧୯ ତାରିଖ ଦିନ ନୂତନ ସଂସଦ ଗୃହରେ ଗଣେଷ ଚତୁର୍ଥୀ ପୂଜା ହେବା ସହ ଗୃହ ପ୍ରବେଶ କାର୍ଯ୍ୟକ୍ରମ ରହିଛି। ସେପ୍ଟେମ୍ବର ୧୮ ତାରିଖ ଦିନ ପୁରୁଣା ସଂସଦରେ ଏନେଇ ଏକ ବୈଠକ ହେବ। ଏହି ଦିନେ ପୁରୁଣା ସଂସଦର…

ତାମିଲନାଡୁ ତିରୁପଥରରେ ଦୁର୍ଘଟଣାରେ ୭ ମୃତ୍ୟୁ ଘଟଣା : ମୃତକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କଲେ…

ତାମିଲନାଡ଼ୁ: ତାମିଲନାଡୁ ତିରୁପଥୁର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା  । ଏଥିରେ ୭ଜଣ  ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ୧୩ ଜଣ ଆହତ ହୋଇଛନ୍ତି। ଗାଡି ଖରାପ ହୋଇଯିବାରୁ ରାସ୍ତାକଡରେ ବସିଥିବା ମହିଳାଙ୍କ ଉପରେ ଟ୍ରକ୍ ମାଡିଯାଇଛି  । ମହିଳାମାନେ କର୍ଣ୍ଣାଟକରୁ ଫେରୁଥିବାବେଳେ ଏଭଳି…

ଏଣିକି ଦୁର୍ନୀତିଗ୍ରସ୍ତ ଅଫିସରଙ୍କ ହଜିଯିବ ନିଦ: ସୁପ୍ରିମକୋର୍ଟ ନେଲେ ବଡ ନିଷ୍ପତ୍ତି

ନୂଆଦିଲ୍ଲୀ: ଆଉ ଖସିବାର ବାଟ ପାଇବେନି ଦୁର୍ନୀତିଗ୍ରସ୍ତ ଅଫିସର । ଦୁର୍ନୀତି କଲେ ଆଉ ଖସି ପାରିବେନି ବରିଷ୍ଠ IAS ଓ IPS ଅଫିସର । ମାଡି ବସିବ ସିବିଆଇ । ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ବି ଦରକାର ପଡିବନି । ସୁପ୍ରିମକୋର୍ଟଙ୍କ ୫-ଜଣିଆ ଖଣ୍ଡପୀଠ ଏହି ଐତିହାସିକ ରାୟ ଦେଇଛନ୍ତି I…

ସୌମ୍ୟଙ୍କୁ ଉପ ସଭାପତି ପଦରୁ ହଟାଇଲା ବିଜେଡି

ଭୁବନେଶ୍ୱର: ଶେଷରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ପଟ୍ଟନାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି ବିଜେଡି । ତାଙ୍କୁ ଦଳର ଉପସଭାପତି ପଦରୁ ହଟା   ଯାଇଛି ।  ବିଜେଡି ବିଧାୟକ ସୌମ୍ୟ ପଟ୍ଟନାୟକ ନିଜ ଖବରକାଗଜ ସମ୍ବାଦରେ ଏକ ଆଲେଖ୍ୟ ଲେଖି ବିବାଦୀୟ ହୋଇ ପଡିଥିଲେ। ଏଥିରେ ସେ ୫ଟି ସଚିବଙ୍କ…