Latest Odisha News

BREAKING NEWS

କାର ଦୁର୍ଘଟଣାର ୯ମାସ ପରେ ସମ୍ମୁଖକୁ ଆସିଲେ ଆଣ୍ଡ୍ର‌୍ୟୁ ଫ୍ଲିଂଟଫ

ଲଣ୍ଡନ: ଇଂଲଣ୍ଡର ପୂର୍ବତନ କ୍ରିକେଟର ଆଣ୍ଡ୍ର‌୍ୟୁ ଫ୍ଲିଂଟଫ ଦୁର୍ଘଟଣାର ୯ ମାସ ପରେ ସମ୍ମୁଖକୁ ଆସିଛନ୍ତି । ନ୍ୟୁଜିଲାଣ୍ଡ ବିପକ୍ଷ ଦିନିକିଆ ସିରିଜରେ ୪୫ ବର୍ଷୀୟ ଏହି ମ୍ୟାଚ ବିଜେତା ଖେଳାଳି ଇଂଲଣ୍ଡ ଦଳର ଖେଳାଳିଙ୍କ ସହ ଉପସ୍ଥିତ ଥିଲେ । ଗତ ବର୍ଷ ସରେରେ ଟପ ଗିୟର ଡନ୍ସଫୋଲ୍ଡ ଏରୋଡ୍ରମରେ…

ପୂର୍ବତନ ପ୍ରେମିକାଙ୍କ ଅଫିସ ନିକଟରେ ‘ଅଫିସ୍ ସ୍ପେସ୍‌’ କିଣିଲେ କାର୍ତ୍ତିକ

ମୁମ୍ବାଇ: ପୂର୍ବତନ ପ୍ରେମିକାଙ୍କ ଅଫିସ ନିକଟରେ ‘ଅଫିସ୍ ସ୍ପେସ୍‌’ କିଣିଲେ ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ଯ୍ୟନ । ସେ ମୁମ୍ବାଇରେ ୧୦ କୋଟି ଟଙ୍କାର ଏକ ‘ଅଫିସ୍ ସ୍ପେସ୍‌’ କିଣି ଏବେ ଖୁବ୍ ଚର୍ଚ୍ଚାରେ ଅଛନ୍ତି । କାର୍ତ୍ତିକ ତାଙ୍କ ପୂର୍ବତନ ପ୍ରେମିକା ସାରା ଅଲ୍ଲୀ ଖାନ୍‌ଙ୍କ ଅଫିସ୍‌କୁ…

ଓଟିଟି ପ୍ଲାଟଫର୍ମରେ ରିଲିଜ ହେବ ଶାହାରୁଖଙ୍କ ‘ଯବାନ’

ମୁମ୍ବାଇ: ଓଟିଟି ପ୍ଲାଟଫର୍ମରେ ରିଲିଜ ହେବ ବଲିଉଡ଼ର କିଙ୍ଗ୍ ଖାନ ଶାହାରୁଖ ଖାନଙ୍କ ଅଭିନିତ ଫିଲ୍ମ ଯବାନ । ଏହି ଫିଲ୍ମ ଏବେ ସାରା ବିଶ୍ୱରେ ଧମାଲ କରୁଛି । ଏହା ଗତ ୭ ତାରିଖରେ ରିଲିଜ୍ ହୋଇଥିଲା । ଫିଲ୍ମକୁ ଦର୍ଶକ ବେଶ ପସନ୍ଦ କରିଛନ୍ତି । ଆଡଭାନ୍ସ ବୁକିଂରେ ଭଲ ଆୟ କରିବା ପରେ ରିଲିଜ୍‌ର…

‘ବୟସ୍କ ବ୍ୟକ୍ତି ବା  ରୋଗୀ ନୁହେଁ,  ସମସ୍ତଙ୍କ ପାଇଁ ଫିଜିଓଥେରାପିର ଆବଶ୍ୟକତା ରହିିଛି’

ଭୁବନେଶ୍ଵର :ଦୈନନ୍ଦିନ ଜୀବନରେ ଫିଜିଓଥେରାପୀର ଆବଶ୍ୟକତା ରହିଛି । ଏକ ଯନ୍ତ୍ରଣାମୁକ୍ତ ଜୀବନ ପାଇଁ ଫିଜିଓଥେରାପୀର ଆବଶ୍ୟକତା ରହିଛି । କେବଳ ବୟସ୍କ ବ୍ୟକ୍ତି ବା  ରୋଗୀ ନୁହେଁ,  ସମସ୍ତଙ୍କ ପାଇଁ ଫିଜିଓଥେରାପିର ଆବଶ୍ୟକତା ରହିିଛି  । ଏପରି ମତ ଦେଇଥିଲେ ପ୍ରାୟ ୨୦୦ରୁ ଅଧିକ ଫିଜିଓଥେରାପି…

ଦାନ ବାକ୍ସରୁ ମିଳିଲା ମାନବ ଖପୁରୀ, ଲୋକେ ଦେଖି ଭୟଭୀତ

ନ୍ୟୁୟର୍କ: ଦୁନିଆରେ ଦାତାମାନଙ୍କର କୌଣସି ଅଭାବ ନାହିଁ । ଲୋକମାନେ ଟଙ୍କା, ସୁନା-ରୂପା, ପୋଷାକ, ଜମି ଆଦି ଅନେକ ଜିନିଷ ଦାନ କରିଥାନ୍ତି । ସେହିପରି ଆମେରିକାରେ ଏକ ଦାନ ବାକ୍ସ ଖୋଲା ଯାଇଛି । ଯେଉଁଠାରେ ଦାନ କରାଯାଇଥିବା ଜିନିଷଗୁଡ଼ିକ ଗରିବ ଲୋକମାନଙ୍କ ମଧ୍ୟରେ ବଣ୍ଟନ କରାଯାଏ । କିନ୍ତୁ…

ସୌମ୍ୟଙ୍କୁ ପୁଣି ବିଜେଡି ବାଣ: ଦଳ ଛାଡି ସମ୍ପାଦକୀୟ ଲେଖିବାକୁ କହିଲେ ଶକ୍ତିମନ୍ତ୍ରୀ ପ୍ରତାପ ଦେବ

ଭୁବନେଶ୍ଵର:ଅରୁଣ ସାହୁ, ଅତନୁ ସବ୍ୟସାଚୀଙ୍କ ପରେ ସୌମ୍ୟଙ୍କୁ ଶକ୍ତି ମନ୍ତ୍ରୀ ପ୍ରତାପ ଦେବଙ୍କ କଟାକ୍ଷ   । ସୌମ୍ୟଙ୍କୁ ସମାଲୋଚନ କରି ଶକ୍ତି ମନ୍ତ୍ରୀ ପ୍ରତାପ ଦେବ କହିଛନ୍ତି, ଦଳରେ ରହି ଦଳର ନେତା, ସରକାରଙ୍କୁ ସେ ନିରନ୍ତର ସମାଲୋଚନା କରୁଛନ୍ତି । ଏପରି କରିବାକୁ ବ୍ଲାକମେଲ ଟାକ୍ଟିସ…

ବାହୁବଲୀ-୨କୁ ପଛରେ ପକାଇଲା ସନ୍ନି ପାଜିଙ୍କ ‘ଗଦର-୨’:ଏବେ ମଧ୍ୟ ପ୍ରେକ୍ଷାଳୟରେ ଦ୍ରୁତ ଗତିରେ ଆଗେଇ…

ଭୁବନେଶ୍ୱର: ସନ୍ନି ଦେଓଲ ଏବଂ ଅମିଶା ପଟେଲଙ୍କ ଅଭିନୀତ 'ଗଦର ୨' ସାମ୍ନାରେ ସବୁ ସିନେମା ଫିକା ପଡ଼ିଯାଇଛି । କେବଳ ଗୋଟିଏ ମାସ ଭିତରେ ଏହି ସିନେମା ଅନେକ ରେକର୍ଡ ଭାଙ୍ଗି ସାରିଛି ।  ଏହା ରିଲିଜ୍ ହେବାର ୨୯ତମ ଦିନରେ ପ୍ରଭାସଙ୍କ ଅଭିନୀତ 'ବାହୁବଲୀ-୨' କୁ ପଛରେ ପକାଇ ବର୍ତ୍ତମାନ…

ନାଚଗୀତରେ ମସଗୁଲ ମାଓବାଦୀ, ଭିଡିଓ ହେଲା ଭାଇରାଲ

ମାଲକାନଗିରି: ନାଚଗୀତରେ ମସଗୁଲ ହେଲେ ମାଓବାଦୀ । ହାତରେ ହାତକୁ ଛନ୍ଦି ବନ୍ଧୁକ ଧରି ନାଚି ନାଚି ଝୁମୁଛନ୍ତି ମାଓବାଦୀ। ମହିଳା ଓ ପୁରୁଷ ବର୍ଦ୍ଦି ଧାରୀ ମାଓବାଦୀ ଭରପୁର ଆନନ୍ଦ ଉଠାଇ ଜଙ୍ଗଲ ମଧ୍ୟରେ ନାଚିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ତେବେ ଏଭଳି ଘଟଣା ଦେଖିବାକୁ ମିଳିଛି…

ଘୁଞ୍ଚିପାରେ ଚନ୍ଦ୍ରମୁଖୀ -୨ର ରିଲିଜ୍ ତାରିଖ, ‘ଜୱାନ’ର କ୍ରେଜ ଦେଖି ଦ୍ଵନ୍ଦରେ ନିର୍ଦ୍ଦେଶକ

ମୁମ୍ବାଇ: ଜୱାନ'ର ସଫଳତା ଦେଖି ଅନ୍ୟାନ୍ୟ ଫିଲ୍ମ ନିର୍ମାତା ମାନେ ନିଜ ଫିଲ୍ମର ରିଲିଜକୁ ନେଇ ପଛଘୁଞ୍ଚା ଦେଉଥିବାର ଦେଖା ଯାଇଛି । ପ୍ରେକ୍ଷାଳୟ ଗୁଡ଼ିକରେ ଫିଲ୍ମ 'ଜୱାନ' ଚାଲିଥିବା ବେଳେ କାଳେ ତାଙ୍କର ଫିଲ୍ମଟି ବକ୍ସ ଅଫିସ୍ ରେ ଭଲ ବ୍ୟବସାୟ ନକରିବ ଏହାକୁ ନେଇ ଦ୍ଵନ୍ଦରେ ପଡିଛନ୍ତି ଅନେକ…

ଛତୁଆ ଠକେଇ , ପୁଷ୍ଟିକର ଖାଦ୍ୟ ନାଁରେ ଦିଆଯାଉଛି ଅପମିଶ୍ରିତ ଛତୁଆ

ନୂଆପଡା: ଗର୍ଭବତୀ ଓ ଶିଶୁମାନଙ୍କୁ ନିମ୍ନମାନର ଛତୁଆ ଗୁଡ଼ ଦିଆ ଯାଉଥିବାର ଅଭିଯୋଗ ହୋଇଛି । ପୁଷ୍ଟିକର ଖାଦ୍ୟ ବଦଳରେ ଅପୃଷ୍ଟିକର ଓ ଅସ୍ୱାସ୍ଥ୍ୟକର ଖାଦ୍ୟ ପ୍ରଦାନ କରାଯାଉଛି ଯାହାକୁ ନେଇ ଅଭିଯୋଗ ହୋଇ ଆସୁଛି । ବିଡ଼ିଓ, ସିଡ଼ିପିଓ ଓ ଜିଲ୍ଲାପାଳଙ୍କୁ ବାରମ୍ଵାର ଅଭିଯୋଗ ପରେ ମଧ୍ୟ…