ଭୟଙ୍କର ଭୂମିକମ୍ପରେ ଥରିଲା ମରକ୍କୋ: ଶତାଧିକ ମୃତ, ରିକ୍ଟର ସ୍କେଲରେ ତୀବ୍ରତା ୬.୮ ରେକର୍ଡ
ନୂଆଦିଲ୍ଲୀ : ଭୟଙ୍କର ଭୂମିକମ୍ପରେ ଥରିଲା ମରକ୍କୋ । ମରକ୍କୋରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ରେକର୍ଡ ହୋଇଛି । ଗତକାଲି ରାତି ପ୍ରାୟ ୧୧ଟା ସମୟରେ ଭୂମିକମ୍ପ ହୋଇଥିଲା । ଏଥିରେ ବର୍ତ୍ତମାନ ସୁଦ୍ଧା ୨୯୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା…