ମୋଦୀ-ବାଇଡେନ୍ ବୈଠକ ପରେ ଦୁଇ ଦେଶ ଜାରି କଲେ ମିଳିତ ବିବୃତ୍ତି
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଜୋଶେଫ ଆର. ବାଇଡେନଙ୍କ ମଧ୍ୟରେ ମଙ୍ଗଳବାର ନୂଆଦିଲ୍ଲୀରେ ଦ୍ୱିପାକ୍ଷିକ ସମ୍ପର୍କ ଓ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ଏହାପରେ ଦୁଇ ଦେଶ ମିଳିତ ବିବୃତ୍ତି ଜାରି କରିଛନ୍ତି।
ଜୁନ୍ 2023ରେ ପ୍ରଧାନମନ୍ତ୍ରୀ…