ଚାଷୀଙ୍କୁ ସହାୟତା ପାଇଁ ଆରମ୍ଭ ହେଲା ଭ୍ରାମ୍ୟମାଣ ଯାନ ସେବା, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର 181ଟି ଭ୍ରାମ୍ୟମାଣ ଭେଟେରିନାରୀ ୟୁନିଟ୍ ଯାନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।
ଏହି ଗାଡ଼ିଗୁଡ଼ିକ 'ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀଚିକିତ୍ସା ସେବା' ଅଧୀନରେ ଗୋରୁ ଓ…