ରାଜସ୍ଥାନ ଯିବେ ପ୍ରିୟଙ୍କା, ସେପଟେ ଆଶାୟୀଙ୍କ ସହ ଲଢୁଛି ବିଜେପି!
ଭୁବନେଶ୍ୱର: ନିର୍ବାଚନ ତାରିଖ ଘୋଷଣା ହୋଇ ନ ଥିଲେ ମଧ୍ୟ ଆସନ୍ନ ନିର୍ବାଚନକୁ ଆଖି ଆଗରେ ରଖି ପ୍ରମୁଖ ରାଜନୈତିକ ଦଳର ଆଗଧାଡ଼ିର ନେତାମାନେ ଜୋରଦାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ଏହି କ୍ରମରେ ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଆସନ୍ତା ୧୦…