Latest Odisha News

BREAKING NEWS

ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ମାମଲା : ୩ ଅଭିଯୁକ୍ତ ଗିରଫ

ରାଉରକେଲା : ଆରଟିଓ ପରିଚୟ ଦେଖାଇ ବଟି ଆଦାୟ କରିବା ପଡିଲା ମହଙ୍ଗା  । ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି  । ଏମାନେ ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ଟ୍ରକ ଡ୍ରାଇଭରଙ୍କ ଠାରୁ ବଟି ଆଦାୟ କରୁଥିବା ଅଭିଯୋଗ ରହିଛି । ଝାଡ଼ଖଣ୍ଡର ଠେଠେଇଟାଙ୍ଗର ପୁଲିସ ତିନି ଯୁବକଙ୍କୁ ଗିରଫ କରି…

ତେଜିଲା ଇଣ୍ଡିଆ ବନାମ ଭାରତ ବିବାଦ: ବିରୋଧୀ କହିଲେ ‘ଇଣ୍ଡିଆ’କୁ ଡରୁଛି ବିଜେପି

ନୂଆଦିଲ୍ଲୀ: କ’ଣ ରହିବ ଦେଶର ନାଁ ? ଭାରତ ନା ଇଣ୍ଡିଆ ?  ଜି-୨୦ ସମ୍ମିଳନୀ ପୂର୍ବରୁ ଏହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି । ରାଷ୍ଟ୍ରପତି ଭବନର  ନିମନ୍ତ୍ରଣ ପତ୍ର ସାମ୍ନାକୁ ଆସିବା ପରେ ଏହି ଚର୍ଚ୍ଚା ବେଶି ଜୋର ଧରିଛି । ଏହି ନିମନ୍ତ୍ରଣ ପତ୍ରରେ ପ୍ରେସିଡେଣ୍ଟ ଅଫ ଇଣ୍ଡିଆ ବଦଳରେ…

ଅଦ୍ଭୁତ, ଅବିଶ୍ୱସନୀୟ, ଅଲୌକିକ, ବୃନ୍ଦାବନର ନିଧି ବନ: ଯେଉଁଠି ଆଜି ବି ଆସନ୍ତି ଭଗବାନ କୃଷ୍ଣ

ଉତ୍ତରପ୍ରଦେଶ: ଭାରତରେ ଏମିତି ଅନେକ ସ୍ଥାନ ଅଛି,  ଯାହାକୁ ନେଇ ଅନେକ ରହସ୍ୟମୟ ଓ ଅଲୌକିକ କାହାଣୀ ରହିଛି।  ପ୍ରଭୁ କୃଷ୍ଣଙ୍କର ପିଲା ବେଳ ସହ ଜଡ଼ିତ ଅନେକ କଥା ସଭିଁଙ୍କୁ ଜଣା। ମାତ୍ର କ’ଣ ଆପଣ ଜାଣନ୍ତି , ପୃଥିବୀ ପୃଷ୍ଠରେ ଆଜି ମଧ୍ୟ ଏଭଳି ସ୍ଥାନ ରହିଛି ଯେଉଁଠାକୁ ପ୍ରଭୁ କୃଷ୍ଣ ସ୍ୱୟଂ…

ଭାରତର ସବୁଠୁ ଶସ୍ତା ବଜାର: କେଉଁଠାରେ ରହିଛି ଏସବୁ ମାର୍କେଟ୍…

ଦିଲ୍ଲୀ: ଯେତେବେଳେ ସପିଂର ଚିନ୍ତା ଆମ ମନକୁ ଆସେ, ମହିଳାମାନେ ପ୍ରଥମେ ଏପରି ବଜାର ବିଷୟରେ ଚିନ୍ତା କରନ୍ତି , ଯେଉଁଠାରେ ଶସ୍ତାରେ ଜିନିଷ ମିଳେ । ଆପଣ ଜାଣନ୍ତି କି , ପ୍ରତ୍ୟେକ ସହରରେ ଏପରି ବଜାର ଅଛି, ଯାହାକୁ ଭାରତର ଶସ୍ତା ବଜାର କୁହାଯାଏ  ।  ଆପଣମାନେ  ଏହି ବଜାରରେ ସବୁକିଛି ପାଇବେ…

ରଙ୍ଗବେରଙ୍ଗ ଆଲୋକ ମାଳାରେ ଝଲସୁଛି ମଥୁରା ନଗରୀ, ଅଧ ରାତ୍ରୀରେ ଜନ୍ମ ନେବେ ପ୍ରଭୂ ଶ୍ରୀକୃଷ୍ଣ

ନୂଆଦିଲ୍ଲୀ: ଆଜି ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ବା ଜନ୍ମାଷ୍ଟମୀ । ଏଥିପାଇଁ ଦେଶର କୋଣ ଅନୁକୋଣରେ ଥିବା ବିଭିନ୍ନ ମନ୍ଦିରରେ ପାଳିତ ହେଉଛି କୃଷ୍ଣ ଜନ୍ମୋତ୍ସବ । ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନ ମଥୁରାନଗରୀଠାରୁ ଆରମ୍ଭ କରି ଦ୍ଵାରିକାନଗରୀ ପର୍ଯ୍ୟନ୍ତ ସବୁଠି ଉତ୍ସାହର ମାହୋଲ । ପ୍ରଭୂ…

ସୁନ୍ଦରଗଡରେ ଦନ୍ତା ଦୌରାତ୍ମ୍ୟ : ଫସଲ ନଷ୍ଟ ସହ ଭାଙ୍ଗୁଛନ୍ତି ଘରଦ୍ବାର, ଚିନ୍ତାରେ ବନ ବିଭାଗ

ସୁନ୍ଦରଗଡ଼:  ସୁନ୍ଦରଗଡ ବଡଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପାହାଡରେ ହାତୀ ପଲଙ୍କ ଉପଦ୍ରବ  । ପାହାଡରେ କିଛି ଦିନ ରହିବା ପରେ ଏହି ହାତୀ ପଲ  ଏବେ ଧିରେ ଧିରେ ଗାଁ ମୁହାଁ ହେଉଛନ୍ତି  । ଏକ ମାସରୁ ଉର୍ଦ୍ଧ୍ବ ସମୟ ହେବ  ୪ ଟିକିଆ ହାତୀ ପଲ ସଦର ବ୍ଲକର କିଞ୍ଜିମା, ମହୁଲ ଜୋର,…

ନଦୀ ପଠାରୁ ଅଚିହ୍ନା ଯୁବତୀଙ୍କ ମୃତଦେହ ଠାବ: ହତ୍ୟା ସନ୍ଦେହ, ଛାନଭିନ କରୁଛି ଭଟଲି ପୋଲିସ

ବରଗଡ଼ : ବରଗଡ ଜିଲ୍ଲା ଭଟଲି ଥାନା ଅଞ୍ଚଳରେ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି  । ଭଡ଼ିଗାଁ ଜୀରା ବ୍ରିଜ୍ ତଳୁ ଜଣେ ଯୁବତୀଙ୍କ ରକ୍ତାକ୍ତ ମୃତଦେହ ଠାବ ହୋଇଛି  ।   ଏପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ  । ବ୍ରିଜ ଉପରୁ ଏକ ଧାରୁଆ ଅସ୍ତ୍ର ପଡ଼ିଥିବା ଦେଖିବାକୁ ମିଳିଛି  ।  …

ସିସି ଟିଭିରେ ବ୍ଲାକ ଜ୍ୟାକେଟ ପିନ୍ଧା ଛିନତାଇ ଗ୍ୟାଙ୍ଗ : ୪ ଅଭିଯୁକ୍ତଙ୍କୁ ଗିରଫ କଲା କମିଶନରେଟ ପୋଲିସ

ଭୁବନେଶ୍ୱର : ସାମ୍ନାକୁ ଆସିଲା ସୁନା ଚେନ ଲୁଟ ବେଳର ସିସି ଟିଭି ଭିଡିଓ । କଳା ଜ୍ୟାକେଟ ପିନ୍ଧି ସ୍ପିଡି ବାଇକରେ ଆସି ସୁନା ଚେନ ଲୁଟି ନେଉଛନ୍ତି  । ଏମାନେ ମୁଖ୍ୟତଃ ମହିଳା ମାନଙ୍କୁ ଟାର୍ଗେଟ କରି ଏଭଳି ଲୁଟପାଟ୍ କରୁଛନ୍ତି  । ନମ୍ବର ପ୍ଲେଟ ଟାମ୍ପରିଙ୍ଗ କରି ମୁହଁ ଘୋଡାଇ ସ୍ପିଡ…

ରକ୍ତହୀନତା ସାଙ୍ଗକୁ କୋଷ୍ଠକାଠିନ୍ୟ ଦୂର କରିଥାଏ ପୋଟଳ ! ଜାଣନ୍ତୁ ସ୍ୱାସ୍ଥ୍ୟ ପ୍ରତି କେତେ ଫଳପ୍ରଦ ..

ଦିଲ୍ଲୀ : ପୋଟଳ ଏକ ଭଲ ପରିବା, ଯାହାକି ସ୍ୱାସ୍ଥ୍ୟ ଲାଗି ଅତ୍ୟନ୍ତ ଲାଭପ୍ରଦ। ପୋଟଳରେ ଭିଟାମିନ୍ ଏ,ବି ଓ୍ଵାନ୍,ବି ଟୁ ଏବଂ ଭିଟାମିନ୍ ସି ଆଦି ବହୁଳ ମାତ୍ରାରେ ରହିଛି  । ଏହା ଆମ ଶରୀରରେ ରୋଗ ପ୍ରତିରୋଧକ କ୍ଷମତାକୁ ବଢାଇ ରୋଗ ଦାଉରୁ ଲଢିବାରେ ସାହାଯ୍ୟ କରିଥାଏ। ଏଥିସହିତ ଏଥିରେ ଆଣ୍ଟି…

ଆନନ୍ଦପୁର କୁମଡ ଗାଁରେ ଛାତିଥରା ଦୃଶ୍ୟ: କୁକୁରକୁ ଗିଳି ଦେଲା ବିରାଟ ଅଜଗର

ଆନନ୍ଦପୁର: ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତ କୁମଡ଼ ଗାଁରେ ଅଭାବନୀୟ ଘଟଣା ଘଟିଛି  । ଭାଲୁହୁଡି ମନ୍ଦିର ନିକଟରେ ଥିବା ଏକ ଜଙ୍ଗଲରେ ଅଜଗର ସାପ ଏକ କୁକୁରକୁ ଗିଳି ଦେଇଥିବା ଦେଖିବାକୁ ମିଳିଛି । ଏନେଇ ଖବର ପାଇ ବନବିଭାଗ ଘଟଣାସ୍ଥଳରେ ପହଁଚି ଅଜଗରଟିକୁ ଉଦ୍ଧାର କରିବା ପାଇଁ ବହୁ ଚେଷ୍ଟା…