NRI କୋଟାରେ ଆଡମିଶନ ଠକେଇ, ୨ ଠକଙ୍କୁ ବାନ୍ଧିଲା କମିଶନରେଟ ପୋଲିସ
ଭୁବନେଶ୍ୱର: NRI କୋଟାରେ ଚାଲୁଥିବା ବଡ଼ ଜାଲିଆତି ଘଟଣାର ପର୍ଦ୍ଦାଫାସ କରିଛି କମିଶନରେଟ ପୋଲିସ । ନାମୀ ଦାମୀ ବିଶ୍ୱବିଦ୍ୟାଳୟରେ ନାମ ଲେଖା ଆଳରେ ଠକୁଥିବା ଏକ ଠକେଇ ଗୃପର ପର୍ଦ୍ଦାଫାସ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍ । ଯୁବପିଢିଙ୍କୁ MBBS ନାମଲେଖା ଆଳରେ ଠକେଇ କରୁଥିବା ୨ ଠକଙ୍କୁ…