ବେଷ୍ଟ ବ୍ୟାଙ୍କର୍ ଶକ୍ତିକାନ୍ତ: ଗ୍ଲୋବାଲ ଫାଇନାନ୍ସ ରିପୋର୍ଟରେ ଶକ୍ତିକାନ୍ତଙ୍କୁ ମିଳିଲା A+ ଗ୍ରେଡ୍
ନୂଆଦିଲ୍ଲୀ: ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ମିଳିଲା ବିଶ୍ବର ଶ୍ରେଷ୍ଠ ଗଭର୍ଣ୍ଣର ମାନ୍ୟତା । ଗ୍ଲୋବାଲ ଫାଇନାନ୍ସର କେନ୍ଦ୍ରୀୟ ବ୍ୟାଙ୍କର ରିପୋର୍ଟ କାର୍ଡ ୨୦୨୩ରେ A+ ରେଟିଂ ପାଇଛନ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ । A+ ଗ୍ରେଡରେ କେବଳ ଭାରତ, ସ୍ବିଜରଲ୍ୟାଣ୍ଡ, ଭିଏତନାମ…