ଆମ୍ବୁଲାନ୍ସ-ଭ୍ୟାନ୍ ଧକ୍କା: ୪ ଗୁରୁତର, ବାଲେଶ୍ବର ମେଡିକାଲରେ ଭର୍ତ୍ତି
ବାଲେଶ୍ବର: ବାଲେଶ୍ବର ଜିଲ୍ଲା ଏନଏଚ୍ ୧୬ ରୁପସା ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଆମ୍ବୁଲାନ୍ସ ପିକଅପ ଭ୍ୟାନକୁ ପଛ ପଟୁ ଧକ୍କା ଦେଇଛି । ଫଳରେ ଆମ୍ବୁଲାନ୍ସ ଡ୍ରାଇଭର ଓ ହେଲପର ସମେତ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ନିକଟସ୍ଥ ଡାକ୍ତରଖାନାରେ…