ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ମନୀଷ ଦେଶାଇ
ନୂଆଦିଲ୍ଲୀ: ପତ୍ର ସୂଚନା କାର୍ଯ୍ୟାଳୟର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେଲେ ମନୀଷ ଦେଶାଇ। ମନୀଷ ଦେଶାଇ ହେଉଛନ୍ତି ୧୯୮୯ ବ୍ୟାଚ୍ର ଭାରତୀୟ ସୂଚନା ସେବା ଅଧିକାରୀ। ଏହା ପୂର୍ବରୁ ଶ୍ରୀ ଦେଶାଇ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋର ପ୍ରମୁଖ ମହାନିର୍ଦ୍ଦେଶକ ଭାବରେ କାର୍ଯ୍ୟ…