‘ଓଡ଼ିଶାରେ ‘ବ୍ୟବସ୍ଥାପିକା’ର କୌଣସି ଭୂମିକା ନାହିଁ, କାର୍ଯ୍ୟନିର୍ବାହୀ ସର୍ବେସର୍ବା’
ଭୁବନେଶ୍ୱର: ରାଜ୍ୟରେ ଓଲଟା ଗଣତନ୍ତ୍ର ଚାଲିଛି । ଏଠାରେ ‘ବ୍ୟବସ୍ଥାପିକା’ର କୌଣସି ଭୂମିକା ନାହିଁ । କାର୍ଯ୍ୟନିର୍ବାହୀ ସର୍ବେସର୍ବା । ୨୩ବର୍ଷ ଶାସନରେ ମୁଖ୍ୟମନ୍ତ୍ରୀ ଗୋଟିଏ ଦିନବି ଅଭିଯୋଗ ପ୍ରକୋଷ୍ଠରେ ବସି ଓଡ଼ିଆ ଲୋକଙ୍କଠାରୁ ଦରଖାସ୍ତ କାଗଜ ନେବାର ନଜିର ନାହିଁ । ଅଭିଯୋଗ…