ଅରବିନ୍ଦ କେଜ୍ରିୱାଲ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହେବା ଉଚିତ୍: ଆପ୍
ନୂଆଦିଲ୍ଲୀ: ମୁମ୍ବାଇରେ ଇଣ୍ଡିଆ ମେଣ୍ଟର ମିଳିତ ବୈଠକ ପୂର୍ବରୁ ଆମ୍ ଆଦମୀ ପାର୍ଟି (ଆପ୍) ର ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ କରିବାକୁ ଦାବି କରାଯାଇଛି। ଆପର ଜାତୀୟ ମୁଖପାତ୍ର ପ୍ରିୟଙ୍କା କକ୍କର କହିଛନ୍ତି ଯେ ଅରବିନ୍ଦ…