ଏମପିରେ ୧୦ ହଜାର କିମି ଚାଲିବ ବିଜେପି, ଶାହା କରିବେ ଆରମ୍ଭ, ମୋଦି କରିବେ ଶେଷ
ଭୁବନେଶ୍ୱର: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଜିତି ପୁଣିଥରେ ସରକାରକୁ ଫେରିବା ପାଇଁ ବିଜେପି ସବୁ ପ୍ରକାର ଉଦ୍ୟମ କରୁଛି। ଏହି କ୍ରମରେ ମଧ୍ୟପ୍ରଦେଶରେ ଶିବରାଜ ସରକାର ପକ୍ଷରୁ ମହିଳା ମାନଙ୍କ ପାଇଁ ବ୍ୟାପକ ଯୋଜନା ଘୋଷଣା ହେବା ସହ ଅନ୍ୟ ସବୁ ପଦକ୍ଷେପ ନିଆଯାଇଛି।
ସେପଟେ ଦଳର…