Latest Odisha News

BREAKING NEWS

ନୂଆପଡାରେ ଡିଜିପିଙ୍କ ମାଓ ସମୀକ୍ଷା: ହିଂସା ଛାଡି ମୁଖ୍ୟସ୍ରୋତରେ ସାମିଲ ହେବାକୁ ଆହ୍ବାନ

ନୂଆପଡା: ଆଜି ଦିନିକିଆ ନୂଆପଡା ଜିଲ୍ଲା ଗସ୍ତ କରିଛନ୍ତି ପୋଲିସ ମହାନିର୍ଦ୍ଦେଶକ ସୁନୀଲ ବଂଶଲ  । ସୁନାବେଡା ଅଭୟାରଣ୍ୟ ମଧ୍ୟରେ ଥିବା ନୂଆ କ୍ୟାମ୍ପ ବୁଲି ଦେଖିବା ସହ  ମାଓ ଗତିବିଧି ଉପରେ ଅନୁଧ୍ୟାନ କରିଛନ୍ତି । ଆଗକୁ ଛତିଶଗଡରେ ନିର୍ବାଚନ ହେବାକୁ ଥିବାବେଳେ ଗତକାଲି ଛତିଶଗଡରେ ଏକ…

ଚୀନର ବିବାଦୀୟ ମ୍ୟାପକୁ ନେଇ ତେଜିଲା ରାଜନୀତି: ଜମି ହଡପକାରୀକୁ ଆମନ୍ତ୍ରଣ ଭାରତକୁ ଶୋଭା ଦିଶିବ କି ବୋଲି ପ୍ରଶ୍ନ…

ନୂଆଦିଲ୍ଲୀ: ଜି-୨୦ ସମ୍ମିଳନୀ ପୂର୍ବରୁ ଚାଇନା ଦେଖାଇଲା ନଖରାମି । ଅରୁଣାଚଳ ପ୍ରଦେଶକୁ ନିଜର ବୋଲି ଦର୍ଶାଇ ମ୍ୟାପ ଜାରି କରିବା ପରେ ଭାରତ ଦେଇଛି କଡା ଜବାବ । ଅରୁଣାଚଳ ପ୍ରଦେଶ ଭାରତର ଅଭିନ୍ନ ଅଙ୍ଗ ଥିଲା ଏବଂ ରହିବ । ଚୀନ୍‌ର ଏହି କାର୍ଯ୍ୟକୁ କେବେ  ବରଦାସ୍ତ କରାଯିବ ନାହିଁ। ଚୀନ…

ମାନ୍ୟତା ନ ମିଳିଲେ ହେବ ଭୋଟ ବର୍ଜନ, ଆଦିବାସୀ ମାନ୍ୟତା ଦାବିରେ ଚେତାବନୀ ଦେଲେ ଝୋଡ଼ିଆ ସମ୍ପ୍ରଦାୟ

ରାୟଗଡ଼ା: ଜୋର ଧରିଲା ଝୋଡ଼ିଆ ସମ୍ପ୍ରଦାୟକୁ ଆଦିବାସୀ ମାନ୍ୟତା ଦାବି । ମାନ୍ୟତା ନମିଳିଲେ ଭୋଟ ବର୍ଜନ କରିବାକୁ ଚେତାବନୀ ଦେଲେ ଲୋକେ । ତେବେ ଏଭଳି ଧମକ ଦେଇଛନ୍ତି ଅବିଭକ୍ତ କୋରାପୁଟ ଏବଂ କଳାହାଣ୍ଡି ଜିଲ୍ଲାରେ ବାସକରୁଥିବା ୧ଲକ୍ଷରୁ ଅଧିକ ଝୋଡ଼ିଆ ସମ୍ପ୍ରଦାୟ ଲୋକେ । ଜିଲ୍ଲାପାଳଙ୍କଠାରୁ…

ଗୁଣୁପୁର ବଂଶଧାରାରେ ଦୁଇ ନିଖୋଜ ଘଟଣା: ଉଦ୍ଧାର ହେଲା ଜଣଙ୍କ ମୃତଦେହ

ଗୁଣପୁର : ବଂଶଧାରାରେ ଭାସି ନିଖୋଜ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର। ଗୁଡାରିବ୍ଲକ ଅନ୍ଧାରିଗୁଡ଼ା ନିକଟ ଏକ ବ୍ରିଜ ତଳୁ ୯ବର୍ଷର ନାବାଳକ ରତ୍ନାକର ବଡ଼ନାୟକଙ୍କ ମୃତଦେହ ଉଦ୍ଧାର ହୋଇଛି। ରତ୍ନାକରଙ୍କ ମୃତଦେହ ଏକ ଖୁଣ୍ଟରେ ଲାଗି ରହିଥିବା ଦେଖିଥିଲେ ଗ୍ରାମବାସୀ। ଏହା ପରେ…

ମାଲକାନଗିରିରେ ଅଭିଜ୍ଞ ଡାକ୍ତରୀ ଟିମ୍: ୩୧ଯାଏଁ ଉପାନ୍ତ ଅଞ୍ଚଳରେ ଯୋଗାଇବେ ଉତ୍ତମ ସ୍ବାସ୍ଥ୍ୟସେବା

ମାଲକାନଗିରି : ରାଜ୍ୟର ଉପାନ୍ତ ଅଞ୍ଚଳରେ ଗରିବ ନିଷ୍ପ୍ରେସିତ ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇେଦବାକୁ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବା ଜାରି ରହିଛି । ଏ ନେଇ ଆଜି କିଛି ଅଭିଜ୍ଞ ଡାକ୍ତରୀ ଦଳ ମାଲକାନଗିରି ଜିଲ୍ଲା ଗସ୍ତ କରିଛନ୍ତି। ଜିଲ୍ଲାରେ ଆୟୋଜିତ ସ୍ୱତନ୍ତ୍ର…

ବେଙ୍ଗାଲୁରୁରୁ ଜଣେ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ, କିଛି ସପ୍ତାହ ପୂର୍ବରୁ ଧରାପଡିଥିଲେ ୫ ସନ୍ଦିଗ୍ଧ

ବେଙ୍ଗାଲୁରୁ: ବେଙ୍ଗାଲୁରୁରୁ ଧରାପଡ଼ିଛି ଜଣେ ସନ୍ଦିଗ୍ଧ ଆତଙ୍କବାଦୀ । ବେଙ୍ଗାଲୁରୁ ପୋଲିସ ଆରଟି ନଗର ଥାନା ଅଞ୍ଚଳରୁ ଆତଙ୍କୀ ଲିଙ୍କ୍‌ ଘଟଣାରେ ଜଣଙ୍କୁ ଗିରଫ କରିଛି । ସନ୍ଦିଗ୍ଧର ନାମ ହେଉଛି ଅରସାଦ ଖାନ । ତା' ବିରୋଧରେ ପୂର୍ବରୁ ଲୁକଆଉଟ୍ ନୋଟିସ୍ ଜାରି କରିଥିଲା ପୋଲିସ । ପ୍ରାପ୍ତ…

ପାଣ୍ଡିଆନଙ୍କ ବିରୋଧରେ ତାତିଲା କଂଗ୍ରେସ: କଳାଶାଢୀ ପିନ୍ଧି ଗର୍ଜିଲେ ମହିଳା

ଯାଜପୁର: ୫ଟି ସଚିବଙ୍କୁ ଜୋରଦାର ବିରୋଧ । ପାଣ୍ଡିଆନ ଗୋ ବ୍ୟାକ ନାରା ଦେଇ ମାଡ଼ି ଆସିଲେ କହିଳା କଂଗ୍ରେସ କର୍ମୀ । କଳାଶାଢୀ ପିନ୍ଧି ପାଣ୍ଡିଆନଙ୍କ ସଭାସ୍ଥଳକୁ ଯିବା ପାଇଁ ଅଡି ବସିଥିଲେ ।  ଆଜି ଯାଜପୁରରେ ୫ଟି ସଚିବ ଭି.କେ.ପାଣ୍ଡିଆନଙ୍କୁ ଜୋରଦାର ବିରୋଧ କରାଯାଇଥିବା ଦେଖିବାକୁ…

ବିହାରରେ ନକ୍ସଲ ଆକ୍ରମଣ ଉଦ୍ୟମ ପଣ୍ଡ, ପାଣ୍ଡ୍ରା ପାହାଡ଼ରୁ ଜବତ ହେଲା ବିପୁଳ ଅସ୍ତ୍ରଶସ୍ତ୍ର

ପାଟନା: ନକ୍ସଲଙ୍କ ଆକ୍ରମଣ ଉଦ୍ୟମ ପଣ୍ଡ କଲେ ସୁରକ୍ଷା ବାହିନୀ । ବିହାରର ଗୟାରେ ସୁରକ୍ଷା ବାହିନୀକୁ ମିଳିଛି ବଡ ସଫଳତା । ସର୍ଚ୍ଚ ଅପରେସନ ସମୟରେ ବିପୁଳ ପରିମାଣର ଗୁଳିଗୋଳା ଓ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି । ନକ୍ସଲ ସଂଗଠନଗୁଡ଼ିକ ସୁରକ୍ଷା ବାହିନୀ ବିରୋଧରେ ଏକ ବଡ଼ ଷଡ଼ଯନ୍ତ୍ର…

କୁକୁଡା ଜାଲିରୁ ବାହାରିଲା ୫ଫୁଟ ଲମ୍ବର ଅଜଗର, ଉଦ୍ଧାର କଲା ସ୍ନେକ ହେଲପ୍ ଲାଇନ୍

ବାଲେଶ୍ଵର :  କୁକୁଡାଙ୍କ ସୁରକ୍ଷା ପାଇଁ ଘେରାଯାଇଥିଲା ଜାଲ , ହେଲେ ବାହାରିଲା ଅଜଗର ସାପ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ ଅନ୍ତର୍ଗତ ବାଙ୍କୀପଦା ଗାଁରେ । ଗାଁର ପ୍ରତାପ ରାଉତ ନିଜ କୁକୁଡାଙ୍କୁ ବାହାର ଜନ୍ତୁଙ୍କ ଠାରୁ ସୁରକ୍ଷା ଦେବାପାଇଁ ଜାଲ…

୧୨ ଜଣଙ୍କ ଉପରେ ମାଡିଗଲା କାର, ୩ ଜଣଙ୍କର ମୃତ୍ୟୁ

ରାଞ୍ଚି: ଝାଡ଼ଖଣ୍ଡ ପାଲାମୁରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ୧୨ ଜଣଙ୍କ ଉପରେ ମାଡ଼ିଗଲା ଦ୍ରୁତଗାମୀ କାର । ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଥିବା ସୂଚନା ମିଳିଛି । ଏପରି ଘଟଣା ଘଟିଛି ଝାଡ଼ଖଣ୍ଡର ଚେନପୁର ଥାନା ଅଞ୍ଚଳର ବାରାଓରେ । ପୋଲିସ…